ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ,ଶାଳକଙ୍କ ପରେ ଶ୍ୱଶୁର ଗିରଫ

ଜଗନ୍ନାଥପ୍ରସାଦ,୨୩ା୧୧(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟାଧର ଗ୍ରାମରେ ନିଜ ଶ୍ୱଶୁର ଘରେ ବୁଧବାର ରାତିରେ ଟୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଟୁଲୁଙ୍କ ସ୍ତ୍ରୀ ବିବି ଓ ଶାଳକ ଜିତୁଙ୍କୁ ଗିରଫ କରାଯାଇଥିବା ବେଳେ ପୋଲିସ ଶନିବାର ଅଭିଯୁକ୍ତ ଶ୍ୱଶୁର ରବୀନ୍ଦ୍ର ବଢ଼େଇଙ୍କୁ କୋର୍ଟଚାଲାଣ କରିଛି। ଏ ନେଇ ନଂ. ୧୯୬/୧୯ରେ ମାମଲା ରୁଜୁ ହୋଇଥିଲା।
କଳହକୁ ନେଇ ଟୁଲୁ ସବୁବେଳେ ସ୍ତ୍ରୀ ବିବିଙ୍କୁ ମାରପିଟ କରୁଥିଲେ। ତେଣୁ ବିବି ଝିଅକୁ ନେଇ ବାପଘରକୁ ଚାଲିଆସିଥିଲେ। ଗତ ବୁଧବାର ଟୁଲୁ ଶ୍ୱଶୁର ଘରକୁ ଆସି ଗାଳିଗୁଲଜ କରିବା ସହ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ। ଏହି ସମୟରେ ବିବି ଘରେ ଥିବା ଏକ କାତି ଆଣି ସ୍ବାମୀଙ୍କୁ ହାଣିବା ପାଇଁ ଭାଇ ଜିତୁଙ୍କୁ କହିଥିଲେ। ଜିତୁ ଉକ୍ତ କାତିରେ ଟୁଲୁଙ୍କୁ ହାଣି ହତ୍ୟା କରିଥିଲେ। ପରେ ବାପା ରବୀନ୍ଦ୍ରଙ୍କ ସହଯୋଗରେ ସେମାନେ ମୃତଦେହକୁ ଅଖାରେ ପୂରାଇ ବାନ୍ଧି ରଖିଥିଲେ। ଗୁରୁବାର ଭଉଣୀ,ଭାଇ ଥାନାରେ ଆତ୍ମସମର୍ପଣ କରିଥିଲେ। ପୋଲିସ ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ...

ପୂର୍ବତନ ଆର୍‌ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମଗିରି,୧୨।୧(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍‌ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ...

ଅକ୍ସିଜେନ ମ୍ୟାନ ମୁନା

କେନ୍ଦୁଝର, ୭।୫ (ସ୍ବ.ପ୍ର.): କରୋନାର ଦ୍ୱିତୀୟ ଲହର ଏବେ ସାରା ଦେଶରେ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ମେଡିକାଲ ଭିତ୍ତିଭୂମି ଥିଲେ ମଧ୍ୟ ଅକ୍ସିଜେନ ଅଭାବ...

ମଜୁରି ବାବଦରେ ମିଳିଲା ନକଲି ଟଙ୍କା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ...

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କୁ ଅପହରଣ

ସମ୍ବଲପୁର,୧୦ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଶାସନ ଥାନା ଅଧୀନ ବାଇପାସ୍‌ ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ବନ୍ଧୁକ ଦେଖାଇ ଜଣେ ବ୍ୟବସାୟୀଙ୍କୁ କେତେକ ଅଚିହ୍ନା ଯୁବକ ଉଠାଇ ନେଇଛନ୍ତି।...

ଦରମା ନ ଦେଇ ଛଟେଇ

ଅନୁଗୋଳ ଅଫିସ,୧୭ା୫ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ହେଲ୍ପଡେସ୍କ ମ୍ୟାନେଜର ଓ ଭଲ୍ୟୁଣ୍ଟରମାନଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଏପରି କି ୭ମାସ...

ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି...

ଛତ୍ରପୁର ହସ୍ପିଟାଲରେ ସ୍ଥାପନ ହେବ ଅକ୍ସିଜେନ ପ୍ଲାଣ୍ଟ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଦ୍‌ବେଗଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାନକ ହୋଇଥିବା ବେଳେ ଦୈନିକ ସଂକ୍ରମଣ ଓ...

Advertisement
Archives

Model This Week