ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ କେଶ ନମ୍ବର ୧୯୬/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ମୃତ ଟୁଲୁ ପ୍ରଧାନ ଭୁବନେଶ୍ୱରରେ ରହି ଚାକିରି କରୁଥିଲେ। ଏଠାରେ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିବା ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିରହୁଥିଲା। ଅଧିକାଂଶ ସମୟରେ ସ୍ତ୍ରୀଙ୍କୁ ମାରପିଟ କରୁଥିଲେ ଟୁଲୁ। ଏଥିରେ ଅତିଷ୍ଟ ହୋଇ ଗତ ବୁଧବାର ରାତିରେ ଭାଇଙ୍କ ସହ ମିଶି ସ୍ବାମୀଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା ପରେ ମୃତଦେହ ଗୋଟିଏ ଅଖାରେ ଭର୍ତ୍ତି କରି ଭାଇଭଉଣୀ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ଘଟଣାରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଏହାସହ ସାଇଣ୍ଟିଫିକ୍‌ ଦଳ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିବା ସହ କଟୁରୀ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ: ୪ ବିଏସ୍‌ଏଫ୍‌ ଯବାନ ସଂକ୍ରମିତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ)-ମାଲକାନଗିରି ଜିଲାରେ ଶନିବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪ ଜଣ ବିଏସ୍‌ଏଫ୍‌ ଯବାନ ରହିଛନ୍ତି। ଆକ୍ରାନ୍ତ ଯବାନମାନେ ସଦର...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ସିନ୍‌ ରିକ୍ରିଏସନ୍‌ କଲା ପୋଲିସ

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ପୋଲିସ ସିଦ୍ଧାନ୍ତ ବଗର୍ତ୍ତୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୫ ଜଣଙ୍କୁ...

ମାଓବାଦୀଙ୍କ ବର୍ବରତା: ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। କଣ୍ଡାଗାଁ ଜିଲା ମର୍ଦାପାଲ ଥାନା ଅନ୍ତର୍ଗତ ଖଡ଼ଖଡ଼ି ଗ୍ରାମରେ ଜଣେ ଭିନ୍ନକ୍ଷମ...

୪ ଗ୍ରାମରେ ପହଞ୍ଚତ୍ନି ମୌଳିକ ସୁବିଧା

ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ...

ମହିଳାଙ୍କୁ ସ୍ବାବଲମ୍ବୀ କରିଛି ଛତୁଚାଷ

ଯୋଡ଼ା,୨୦ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅଞ୍ଚଳରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍‌ଏଫ) ସହାୟତାରେ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି। ମହିଳାମାନେ ଛତୁଚାଷ କରି ଆତ୍ମନିର୍ଭର ହେବା...

ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ

ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି।...

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

ଦନ୍ତା ଆକ୍ରମଣରେ ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ସମ୍ବଲପୁର, ୧।୪ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଯୁଯୁମୁରା ଥାନା କୋଲଗାଁରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଦନ୍ତା ଆକ୍ରମଣରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର...

Advertisement
Archives

Model This Week