ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ ଏକ ଭାଗବତ ଟୁଙ୍ଗି ନିର୍ମାଣ କରିବାରେ ସଫଳ ହୋଇଛନ୍ତି। ସେହି ଟୁଙ୍ଗିରେ ଦୈନିକ ଭାଗବତ ପାଠ କରାଯାଇ ଗଁାରେ ଏକତା, ଭାଇଚାରା ବଢ଼ାଇବାକୁ ସେମାନେ ଲକ୍ଷ୍ୟ ରଖିଛନ୍ତି। ଗତ ୪ ତାରିଖ ରଥଯାତ୍ରା ଦିନ ଏହି ଭାଗବତ ଟୁଙ୍ଗି ନିର୍ମାଣ କରାଯାଇଥିଲା। ପଡ଼ୋଶୀ ଗ୍ରାମ ଦଳବେହେରା ସାହିରୁ ନାମ ସଂକୀର୍ତ୍ତନ ମଣ୍ଡଳୀ ଟୁଙ୍ଗିରେ ସଂକୀର୍ତ୍ତନ କରିଥିଲେ। ଏଠାରେ ଏକ ପକ୍କା ଘର ନିର୍ମାଣ କରିବାକୁ ଖୁବ୍‌ଶୀଘ୍ର ଜିଲା ପ୍ରଶାସନକୁ ଅନୁରୋଧ କରାଯିବ ବୋଲି ମହିଳା ପରିଚାଳନା କମିଟି ସଭାନେତ୍ରୀ ସୁନିତା ଦଳବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଗଳିତ ମୃତଦେହ ଉଦ୍ଧାର

ବନ୍ତଳା,୧୯ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ପମ୍ପାସର ରେଞ୍ଜ ବଡ଼ଖେତା ଗ୍ରାମ ନିକଟ କୁରୁ ରିଜର୍ଭ ଜଙ୍ଗଲ ୫ ନମ୍ବର କମ୍ପାର୍ଟମେଣ୍ଟରେ ଶୁକ୍ରବାର...

ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ

ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍‌କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର...

ତେଲ ଗୋଦାମରେ ଚଢ଼ାଉ : ପରୀକ୍ଷା ପାଇଁ ପଠାଗଲା ନମୁନା

ଅନୁଗୋଳ ଅଫିସ, ୮।୬ – ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ତେଲ ଗୋଦାମରେ ଅପମିଶ୍ରିତ କାରବାର ହେଉଥିବା ସନ୍ଦେହ କରି ଜିଲା ପ୍ରଶାସନ ପକ୍ଷରୁ...

ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନ ହେବ

ଅନୁଗୋଳ ଅଫିସ/ଭୁବନେଶ୍ୱର, ୬ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ପାର୍କରେ ନବନିର୍ମିତ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ନେଇ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଦାନ

ବଇଣ୍ଡା, ୨୩ା୪(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ...

ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା

ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି।...

ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ...

କଷ୍ଟ ଦେଉଛି ଗଁ। ରାସ୍ତା

ମାଧପୁର,୮ା୮ – ୩ ଗ୍ରାମର ଲୋକଙ୍କ ଭରସା ଗୋଟିଏ ରାସ୍ତା। ହେଲେ ଟିକେ ବର୍ଷା ହୋଇଗଲେ ଆଉ ସେହି ରାସ୍ତା ଦେଇ ଯିବାଆସିବା ସହଜ ହୋଇପାରୁନି।...

Advertisement
Archives

Model This Week