ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର ପାଇଁ ତନାଘନା ଜାରି ରହିଛି। ଆସ୍‌ ଡ୍ୟାମ୍‌ର ପାଣି ବହୁ ଚାଷ ଜମିରେ ମାଡ଼ି ଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ପାଉଁଶ ପାଣି ଘେରରେ ବନ୍ଦୀ ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଦୁର୍ଘଟଣାସ୍ଥଳରେ ପୋଲିସ ସମେତ ସରକାରୀ ଅଧିକାରୀମାନେ ପହଞ୍ଚିଛନ୍ତି। ରିଲାଏନ୍ସ୍‌ କମ୍ପାନୀର ଉଚ୍ଚ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଲିଙ୍ଗୀ ବିବାହ ନେଇ କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌ ଜାରି …

ନୂଆଦିଲ୍ଲୀ,୬।୭: ସମଲିଙ୍ଗୀ ବିବାହକୁ ନେଇ କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହ ନେଇ କହିଥିଲେ ଯେ,...

ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ତଲବ

ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍‌ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା...

ଟୁଲ୍‌କିଟ୍‌ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ

ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍‌ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ...

ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!

ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ...

ଭାରତ ପାଇଁ ମାଡିଆସୁଛି ବିପଦ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୦ରୁ ରୋମରେ ହେବାକୁ ଥିବା ୧୬ତମ ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ଜଳବାୟୁ ପରିବର୍ତ୍ତନ ସହ ଜଡିତ ଏକ ରିପୋର୍ଟ ସମଗ୍ର...

ଗୁଜରାଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୭ ଜଣଙ୍କ ଜୀବନ

ସୁରେନ୍ଦ୍ରନଗର,୨୧।୧୧-ଗୁଜରାଟର ସୁରେନ୍ଦ୍ରନଗର ଜିଲା ପଟାଡି ତହସିଲର ଖେରୱା ଗ୍ରାମ ନିକଟରେ ଶନିବାର ଏକ ଟ୍ରକ ସହିତ ଏକ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭...

ଇଡି କାର୍ଯ୍ୟାଳୟରେ ରାଜ କୁନ୍ଦ୍ରା

ମୁମ୍ବାଇ,୩୦।୧୦: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ଶିଳ୍ପପତି ରାଜ କୁନ୍ଦ୍ରା ବୁଧବାର ମୁମ୍ବାଇର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି। ପୂର୍ବରୁ ଇକ୍‌ବାଲ ମିର୍ଚ୍ଚି...

କରୋନାର ଲଙ୍ଗ୍‌ ଜମ୍ପ୍‌: ଗୋଟିଏ ଦିନରେ ଲକ୍ଷେ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୪: ଦେଶରେ କରୋନାର ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ...

Advertisement


Archives

Model This Week