ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଛାତ୍ରୀଛାତ୍ର, ଶିୟୟିତ୍ରୀ, ଶିକ୍ଷକ ବାହାରକୁ ପଳାଇ ଆସିବାରୁ ଏଥିରେ କାହାର କିଛି କ୍ଷତି ହୋଇ ନଥିବା ଜଣାପଡ଼ିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଣ ଶେଷ ହେବା ପରେ ହେଲା ସ୍ବତନ୍ତ୍ର ନୀତିକାନ୍ତି

ସୋରଡା, ୦୮।୧୧: ଗଞ୍ଜାମ ଜିଲା ସୋରଡା ଅଞ୍ଚଳରେ ବୋଇତ ଭସାଣି ପରମ୍ପରା ଓ ଦେବ ଦର୍ଶନ ନୀତି ମଙ୍ଗଳବାର ମଧ୍ୟରାତ୍ରରୁ ଆରମ୍ଭ ହୋଇ ସକାଳ ୫ଟା...

ଅଗ୍ନିପଥକୁ ବିରୋଧକରି ୬୦ କି.ମି. ଦୌଡ଼ିଲେ ଯୁବକ

ଉମରକୋଟ,୧୭ା୬(ସ୍ବ.ପ୍ର.): ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଆନ୍ଦୋଳନ ବିଭିନ୍ନ ରାଜ୍ୟରେ ହିଂସାତ୍ମକ ରୂପ ନେଇଛି। ଏହି ଯୋଜନା ପ୍ରତ୍ୟାହାର ପାଇଁ ନିଯୁକ୍ତି ଆଶାୟୀଙ୍କ...

ପାରାଦୀପରେ ପର୍ଯ୍ୟଟକଙ୍କ ଭିଡ଼

ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୨ ବର୍ଷର ଶେଷ ବୁଧବାର ପାରାଦୀପ ଦୁଇଟି ଘଟଣା ପାଇଁ ଚର୍ଚ୍ଚାର ପରିସରକୁ ଆସିଛି। ପାରାଦୀପରେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି।...

ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ଗଜପତି,୪ା୧୦(ଡି.ଏନ୍‌.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭...

ଡଙ୍ଗାଭସା ହେଲା କାଳ: ନାଗାବଳୀ ନଦୀରେ ଭାସିଯାଇ ଛାତ୍ର ମୃତ

ରାୟଗଡ଼ା ଅଫିସ, ୧୨।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା...

୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ

ନରାଜ, ୨୯।୬ (ଡି.ଏନ୍‌.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି...

ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ

ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ...

୨୫ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗୁଆ

ଭଦ୍ରକ ଅଫିସ, ୨୩।୫ – ୨୫ ରାଉଣ୍ଡ ସୁଦ୍ଧା ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ୨,୫୨, ୬୮୩, ଭାଜପା ୨,୩୫,୬୧୩ ଓ...

Advertisement
Archives

Model This Week