ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା ଚାଲିଥିଲା। ସେହି ସମୟରେ ହଠାତ୍‌ ସ୍କୁଲର ଛାତ ଭାଙ୍ଗିଯାଇଥିଲା। ଛାତ୍ରୀଛାତ୍ର ଓ ଶିକ୍ଷକମାନେ ଭୟଭୀତ ହୋଇ ତୁରନ୍ତ ବାହାରକୁ ପଳାଇ ଆସିଥିଲେ। ସୌଭାଗ୍ୟବଶତଃ କାହାରି କିଛି ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ...

ଚରିତ୍ର ସଂହାର ଅଭିଯୋଗରେ ଯୁବକ ଗିରଫ

ରାସଗୋବିନ୍ଦପୁର,୧୫।୧୨ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଣଚାଟି ଅଞ୍ଚଳର ଜଣେ ମହିଳାଙ୍କ ଚରିତ୍ରସଂହାର କରି ଏକ ବ୍ୟାନର ମାରିବା ଅଭିଯୋଗରେ ପୋଲିିସ ଅଭିଯୁକ୍ତ...

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ: ଟପ୍‌ ଟେନ୍‌ରେ ରାୟଗଡ଼ାର ସ୍ମରଣିକା

ରାୟଗଡ଼ା ଅଫିସ,୭।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୨୧୮ଜଣ...

କୋଟିଏ ଟଙ୍କାର ରାସ୍ତାରେ ବସୁଛି ହାଟ

ଯାଜପୁର ଅଫିସ/ଯାଜପୁର ରୋଡ୍‌, ୨୧।୯ (ଡି.ଏନ୍‌.ଏ.): କର୍ମବର୍ଦ୍ଧିଷ୍ଣୁ ଯାଜପୁର ସହରର ଟ୍ରାଫିକ ସମ୍ଭାଳିବାକୁ ସହରରେ ନୂତନ ବିକଳ୍ପ ରାସ୍ତା ପ୍ରତି ଧ୍ୟାନ ଦିଆଯାଉନାହିଁ। ଜିଲା ପ୍ରଶାସନ,...

କୋଭିଡ୍‌ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍‌, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯିବା ଅଭିଯୋଗରେ ଦାରିଙ୍ଗବାଡ଼ି ତହସିଲଦାର ତଥା...

କୂଳ ଖାଇ ଚାଲିଛି ମହାନଦୀ

ବୌଦ୍ଧ,୨୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଚିରସ୍ରୋତା ମହାନଦୀ ଜିଲାର ମନମୁଣ୍ଡାଠାରୁ ହରଭଙ୍ଗା ବ୍ଲକର ମାରଡା ପର୍ଯ୍ୟନ୍ତ ପ୍ରାୟ ୧୨୦ କିମି ପର୍ଯ୍ୟନ୍ତ ପ୍ରବାହିତ ହୋଇଛି। ମହାନଦୀ କୂଳରେ...

ପୁରୀରେ ପହଞ୍ଚିଲା ସପ୍ତମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩।୫: ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି...

ବର୍ଷା ଆଗମନର ସୂଚନା ଦିଏ ବାଇଚଢ଼େଇ

ଗଣିଆ,୧୯ା୫(ଡି.ଏନ.ଏ.)- ଆଜିର ବିଜ୍ଞାନ ଯୁଗରେ ଲୋକମାନେ ପୂର୍ବରୁ ପ୍ରାକୃତିକ ଜଳବାୟୁ ସମ୍ପର୍କରେ ଜାଣିପାରୁଛନ୍ତି। ହେଲେ ଅତୀତରେ ପ୍ରାକୃତିକ ଜଳବାୟୁ ଓ ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି...

Advertisement
Archives

Model This Week