Posted inଖେଳ

ଭାଙ୍ଗିଲେ ୬୧ ବର୍ଷର ରେକର୍ଡ

ଚଳିତ ୫ ମ୍ୟାଚ୍‌ବିଶିଷ୍ଟ ଆଶେସ ସିରିଜରେ ବ୍ୟାଟିଂରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିବା ଓ୍ବାର୍ନର ମୋଟ୍‌ ୧୦ ଇନିଂସରୁ ୯୫ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୬୫ ରନର ଏକ ଅର୍ଦ୍ଧଶତକୀୟ ଇନିଂସ ସାମିଲ ରହିଛି। ଇନିଂସ ପିଛା ତାଙ୍କ ଆଭରେଜ ୯.୫ ରହିଛି। ଫଳରେ ୫ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜରେ ଓପନର୍‌ ଭାବେ ସବୁଠାରୁ ଖରାପ୍‌ ଆଭରେଜ ଓ୍ବାର୍ନରଙ୍କ ନାମରେ ଲିପିବଦ୍ଧ ହୋଇଛି। ଏହିକ୍ରମରେ ଓ୍ବାର୍ନର ୬୧ ବର୍ଷର ଏକ ପୁରୁଣା ରେକର୍ଡକୁ ଭାଙ୍ଗିଛନ୍ତି। ୧୯୫୮ରେ ନ୍ୟୁଜିଲାଣ୍ଡ ଓପନର୍‌ ଜନ୍‌ ଡି ଆର୍ସି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୧୩୬ ରନ କରି ଏକ ଅଲୋଡ଼ା ରେକର୍ଡର ଅଧିକାରୀ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଟିପି ଫାଇନାଲ୍ସ: ଜୋକୋଭିଚ୍‌ଙ୍କୁ ଭେଟିବେ ମେଡ୍‌ଭେଡେଭ

ଲଣ୍ଡନ,୧୮।୧୧(ଏପି): ଏଠାରେ ଚାଲିଥିବା ୫,୭୦୦,୦୦ ଅମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଏଟିପି ଫାଇନାଲ୍ସରେ ରୁଷିଆ ତାରକା ଡାନିଲ ମେଡ୍‌ଭେଡେଭ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି।...

ହସ୍ପିଟାଲରେ ଭର୍ତ୍ତି ହେଲେ ତେନ୍ଦୁଲକର

ମୁମ୍ବାଇ, ୩ା୪(ପି.ଟି.): କରୋନା ସଂକ୍ରମିତ ହୋଇଥିବା ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ...

ମଙ୍କ୍‌ଡିଙ୍ଗ୍‌ ନେଇ ବ୍ୟାଟ୍ସମ୍ୟାନଙ୍କୁ ଅଶ୍ୱିନଙ୍କ ପ୍ରଥମ ଓ ଅନ୍ତିମ ଚେତାବନୀ

ଦୁବାଇ,୭।୧୦ (ପି.ଟି.): ଭାରତ ତଥା ଦିଲ୍ଲୀ କ୍ୟାପିଟାଲ୍ସ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମଙ୍କଡିଙ୍ଗ୍‌ ନେଇ ନିଜର ପ୍ରଥମ ଓ ଅନ୍ତିମ ଚେତାବନୀ ଦେଇଛନ୍ତି। ଦିଲ୍ଲୀ...

କ୍ରିକେଟ ଦେଖିବାକୁ ଭଲ ପାଆନ୍ତି ନାହିଁ ଏହି କ୍ରିକେଟରଙ୍କ ସ୍ତ୍ରୀ

ବିଶ୍ୱ କ୍ରିକେଟରେ ପରିଚୟ ସୃଷ୍ଟି କରିଥିବା କ୍ରିକେଟ ବ୍ରଦର୍ସଙ୍କ ମଧ୍ୟରେ ପାଣ୍ଡ୍ୟା ବ୍ରଦର୍ସଙ୍କ ନାମ ସାମିଲ ଅଛି। ଉଭୟ କ୍ରୁନାଲ ପାଣ୍ଡ୍ୟା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା...

ଅଶୋକଙ୍କୁ ଜାତୀୟ ଦାୟିତ୍ୱ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ବାସ୍କେଟବଲ ଆସୋସିଏଶନ (ଏଫ୍‌ଆଇବିଏ)ର ୧୮ ବର୍ଷରୁ କମ୍‌ ଏସିଆନ ବାସ୍କେଟବଲ ଚାମ୍ପିୟନଶିପ୍‌ ଇରାନର ତେହେରାନଠାରେ ଚଳିତ ମାସ ୨୧ରୁ...

କିଙ୍ଗ୍ସ ଇଲେଭେନ ପଞ୍ଜାବ କୋଚ୍‌ ହୋଇପାରନ୍ତି କୁମ୍ବଲେ

ନୂଆଦିଲ୍ଲୀ, ୨।୧୦: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଅନିଲ କୁମ୍ବଲେ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳର ନୂଆ ମୁଖ୍ୟ କୋଚ୍‌ ହୋଇପାରନ୍ତି।...

ରୋହିତଙ୍କ ସ୍ଥାନରେ ଓପନିଂ କରିବେ ଶୁଭମନ , ରଣନୀତି ରହିବ କିଛି ଏଭଳି…

ନୂଆଦିଲ୍ଲୀ,୧୩।୧୨: ବାଲାଂଦେଶ ବିପକ୍ଷ ଦିନିକିଆ ସିରିଜରେ ପରାଜିତ ହେବା ପରେ ଏବେ ଟେଷ୍ଟ ସିରିଜ ଲାଗି ଅଣ୍ଟା ଭିଡିଲାଣି ଟିମ୍‌ ଇଣ୍ଡିଆ। ନିୟମିତ ଅଧିନାୟକ ରୋହିତ...

ରୋହିତ, ଈଶାନ୍ତ ପ୍ରଥମ ଦୁଇ ଟେଷ୍ଟରୁ ବାଦ୍‌: ବାକି ଦୁଇଟି ମ୍ୟାଚ୍‌ ଖେଳିବା ନେଇ ଆଶଙ୍କା

ନୂଆଦିଲ୍ଲୀ,୨୫।୧୧(ପି.ଟି.): ଭାରତୀୟ ତାରକା ଓପନର ରୋହିତ ଶର୍ମା ଓ ଅଭିଜ୍ଞ ଦ୍ରୁତ ବୋଲର ଈଶାନ୍ତ ଶର୍ମା ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ଦୁଇଟି...

Advertisement
Archives

Model This Week