Posted inଜାତୀୟ

ଭାଜପାକୁ ଗାଦିଚ୍ୟୁତ କରିବାକୁ ସବୁ ଦଳ ଏକାଠି ହୁଅନ୍ତୁ: ରଘୁବଂଶ ପ୍ରସାଦ

ପାଟନା,୫।୧: ବିହାରରେ ଚଳିତବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି। ଛାଡ଼ଖଣ୍ଡ ଭଳି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗାଦିଚ୍ୟୁତ କରିବାକୁ ଏବେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ତା’ର ପୂରୁଣା ସହଯୋଗୀଙ୍କ ସହ ହାତ ମିଳାଇବାକୁ ଚାହୁଁଛି। ଏହାର ସଙ୍କେତ ଦେଇଛନ୍ତି ବରିଷ୍ଠ ଆର୍‌ଜେଡି ନେତା ରଘୁବଂଶ ପ୍ରସାଦ ସିଂ। ରବିବାର ସେ କହିଛନ୍ତି ଭାଜପାକୁ ଗାଦିଚ୍ୟୁତ କରିବାକୁ ଅନ୍ୟଦଳମାନେ ଏବେ ଏକାଠି ହୁଅନ୍ତୁ। ସେ କହିଛନ୍ତି ସେ ନୀତୀଶ କୁମାରଙ୍କ ଦଳ ହୁଅନ୍ତୁ ଅବା ଏ,ବି,ସି,ଡି ଯେ କୌଣସି ଦଳ ଏଥିରେ ପସନ୍ଦ କରିବାର ନାହିଁ କି ବାଛିବାର ନାହିଁ। ସବୁଦଳ ଏକାଠି ହୋଇ ଭାଜପାକୁ ଗାଦିଚ୍ୟୁତ କରିବା ଦରକାର ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri