ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍ସିପି ସହ ମିଶି ସରକାର ଗଢିବାକୁ ନେଇ କହିଛନ୍ତି, ମୁଁ ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି। ଯଦି ଭାଜପା ମୋ କଥା ମାନି ଥାଆନ୍ତା ତେବେ ଆଜି ମୁଁ ନୁହେଁ ବରଂ ଅନ୍ୟକେହି ଶିବସେନା ନେତା ମୁଖ୍ୟମନ୍ତ୍ରୀ ଆସନରେ ବସିଥାଆନ୍ତେ। କାହାକୁ ନେଇ ଟିପ୍ପଣି କରିବାକୁ ଅଛି ତ ଖୁସିରେ କର ବୋଲି ସେ କହିଛନ୍ତି। ସୋମବାର ମୁଖପତ୍ର ସାମନାକୁ ଦେଇଥିବା ଏକ ସାକ୍ଷାତ୍କାରରେ ଉଦ୍ଧବ ଏହା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଶିବସେନା ନେତା ଉଦ୍ଧବ ଠାକରେଙ୍କୁ ଦେଇଥିବା କଥା ପୂରଣ କରିବା ପାଇଁ ସେ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି।
ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ
ବଲିଉଡ୍ ଅଭିନେତା ରଣବୀର କପୁର ଆଜିକାଲି ବେଶ୍ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍ ହୋଇଛି। ଦର୍ଶକ ରଣବୀରଙ୍କୁ…
ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…
୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ
ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…
କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…
ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା
ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…
ହର୍ମୁଜ ପାର୍ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍ ନେଲା ୟୁ-ଟର୍ନ, ଗତି ବଦଳାଇ…
ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…
ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ
ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…
ଆମ ବସ୍ ଧକ୍କାରେ ଅତିରିକ୍ତ ଡିସିପି ଆହତ
ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍। ଏହି ବସ୍ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍ରେ ଯିବା ସମୟରେ…
Archives

