Posted inଜାତୀୟ

ଭାଜପାକୁ ଟାର୍ଗେଟ୍‌ କଲା ଶିବସେନା: ଇୟୁ ପ୍ରତିନିଧି ଦଳଙ୍କ କଶ୍ମୀର ଗସ୍ତକୁ ବିରୋଧ

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁନି। ଇତିମଧ୍ୟରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ ପାଇଁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ କରିବାକୁ ଶିବସେନା ବିରୋଧ କରିଛି। ଏନେଇ ଶିବସେନା ପକ୍ଷରୁ ଏହାର ମୁଖପତ୍ର ସାମ୍‌ନାରେ ପ୍ରକାଶ ପାଇଛି। ଶିବସେନା କହିଛି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ଉପରେ ନାନା ପ୍ରଶ୍ନ କରୁଥିବା ଭାଜପା କଶ୍ମୀରରେ କାହିଁକି ଇୟୁ ପ୍ରତିନିଧି ଦଳଙ୍କୁ ପ୍ରବେଶ କରାଇଲା। ଏହାର ଆବଶ୍ୟକତା ନେଇ ଶିବସେନା ପ୍ରଶ୍ନ ଉଠାଇଛି। ଏନେଇ ସାମ୍‌ନାର ସମ୍ପାଦକୀୟରେ ଲେଖା ପ୍ରକାଶ ପାଇଛି। ଏହା ଅନ୍ତର୍ଜାତୀୟ ସମସ୍ୟା ନୁହେଁ। ଏହା ଭାରତର ସମସ୍ୟା ତେଣୁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ କାହିଁକି କରାଯାଇଛି ବୋଲି ଶିସସେନା ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?