Posted inଜାତୀୟ

ଭାଜପାକୁ ଟାର୍ଗେଟ କଲେ ଅଖିଳେଶ

ଲକ୍ଷ୍ନୌ,୨୨।୧୨: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି। ଦେଶରେ ସିଏଏକୁ ନେଇ ଯେଉଁଭଳି ହିଂସାର ବାତାବରଣ ଉପୁଜିଛି ସେଥିପାଇଁ ଭାଜପା ଦାୟୀ ବୋଲି ସେ କହିଛନ୍ତି। ଦଙ୍ଗା କରିବା ଲୋକେ ଭାଜପାରେ ଅଛନ୍ତି ବୋଲି ଅଖିଳେଶ କହିଛନ୍ତି। ଏହାଦ୍ୱାରା ସେହି ଦଳର ଲାଭ ହେଉଛି ବୋଲି ଅଖିଳେଶ ରବିବାର ଏକ ଖବରଦାତା ସମ୍ବିଳନୀରେ ପ୍ରକାଶ କରିଛନ୍ତି। ସମାଜବାଦୀ ପାର୍ଟି କର୍ମୀ କେବଳ ବିକ୍ଷୋଭରେ ସାମିଲ ହୋଇଛନ୍ତି ହେଲେ ସେ କେଉଁଠି ଭଙ୍ଗାରୁଜା କରି ନାହାନ୍ତି ବୋଲି ଅଖିଳେଶ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?