Posted inଜାତୀୟ

ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨୯।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ସୋମବାର କହିଛନ୍ତି କି ସବୁ ରାଜନୈତୀକ ଦଳ ଭାଜପା ଭଳି ନୁହେଁ। ତ୍ରୁଣମୂଳ କଂଗ୍ରେସ ଏକ ଗରିବ ଦଳ ବୋଲି ସେ କହିଛନ୍ତି। ସେଥିପାଇଁ ସେ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବା କଥା ଉଠାଉଛନ୍ତି। ସେ କହିଛନ୍ତି ଆସନ୍ତା ଶହେ ଦିନ ମଧ୍ୟରେ ହଜାରରୁ ଅଧିକ ଦଳୀୟକର୍ମୀ ଗାଁ ଗାଁ ବୁଲି ଲୋକଙ୍କ ସୁବିଧା ଅସୁବିଧା କଥା ବୁଝିବେ। ତେବେ କେଉଁଠାକୁ କିଏ ଯିବ ସେ କଥା ଦଳ ନିର୍ଣ୍ଣୟ କରିବ ବୋଲି ସେ କହିଛନ୍ତି। ତେବେ ମୋଦି ସରକାର ସର୍ବଦା ପଶ୍ଚିମବଙ୍ଗକୁ ବଦନାମ କରିବାକୁ ଚାହୁଁଛନ୍ତି। ହେଲେ ଉତ୍ତର ପ୍ରଦେଶ କଥା କେବେ ଭାବିଛନ୍ତି। ସେଠାକାର ଆଇନ ଶୃଙ୍ଖଳା ପରିସ୍ଥିତି କେମିତି ଅଛି ଦେଖିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। କାରଣ ସେଠାରେ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ହେଉଛି। ତାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ ହେଉଛି ଏସବୁ ଉପରେ ଭାଜପା ସରକାରର ନଜର ନାହିଁ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri