Posted inଜାତୀୟ

ଭାଜପାରୁ ନିର୍ବାଚନ ଲଢ଼ିବେ ସନ୍ନି ଦେଓଲ !

ନୂଆଦିଲ୍ଲୀ, ୨୦ା୪ : ବଲିଉଡ୍‌ର ଆକ୍ସନ ହିରୋ ସନ୍ନି ଦେଓଲ ଭାଜପାରେ ମିଶିବା ନେଇ  ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ପଞ୍ଜାବର ଅମୃତସରରୁ ସନ୍ନି ପ୍ରାର୍ଥୀ ହେବା ନେଇ ମଧ୍ୟ ଆଲୋଚନା ହେଉଛି। ଏନେଇ ଶନିବାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦିଲ୍ଲୀରେ ସନ୍ନି ଦେଓଲଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଶାହ ସନ୍ନିଙ୍କୁ ଅମୃତସର ଆସନରୁ ନିର୍ବାଚନ ଲଢ଼ିବାକୁ ଅନୁରୋଧ କରିଛନ୍ତି। ଭାଜପା ଅମୃତସରରେ ସନ୍ନିଙ୍କୁ ପ୍ରାର୍ଥୀ କରିବାକୁ ଚାହଁୁଥିବାବେଳେ ଗୁରୁଦାସପୁରରେ ଦିବଂଗତ ବିନୋଦ ଖାନ୍ନାଙ୍କ ସ୍ତ୍ରୀ କବିତା ଖାନ୍ନା କିମ୍ବା ପୁଅ ଅକ୍ଷୟ ଖାନ୍ନାଙ୍କୁ ପ୍ରାର୍ଥୀ କରିବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବେ ବ୍ରିଜଭୂଷଣ ଶରଣ ସିଂହ? ପୂରା ପ୍ଲାନ କହିଲେ ପୁଅ ପ୍ରତୀକ

ନୂଆଦିଲ୍ଲୀ,୨।୫: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, କିନ୍ତୁ ରାଜନୈତିକ ଉଷ୍ମତା ତୀବ୍ର ହେବା ଆରମ୍ଭ ହୋଇସାରିଛି। ଏହା ମଧ୍ୟରେ, ଭାରତୀୟ ଜନତା…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri