Posted inଜାତୀୟ

ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ ଭାଜପା କୋଟାରେ ରାଜ୍ୟ ସଭାକୁ ଯାଇଥାନ୍ତେ। ତେବେ ଜ୍ୟୋତିରାଦିତ୍ୟଙ୍କୁ ତାଙ୍କ ସ୍ଥାନରେ ରାଜ୍ୟ ସଭା ପଠାଯିବ। ଏନେଇ ପ୍ରଭାତ ହାଇକମାଣ୍ଡଙ୍କୁ ମଧ୍ୟ ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି ନିଜର ଅସନ୍ତୋଷ ସମ୍ପର୍କରେ ଜଣାଇଛନ୍ତି। ସୂଚନାଯୋଗ୍ୟ, ପ୍ରଭାତ ଏବେ ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ନ ମିଳିବାରୁ ପାର୍ଟି ଅଫିସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ

ଲକ୍ଷ୍ନୌ,୧୬।୧: ଟିକେଟ ନ ମିଳିବାରୁ ଜଣେ ନେତା ଚରମ ନିଷ୍ପତ୍ତି ନେଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଲକ୍ଷ୍ନୌ ସ୍ଥିତ ସମାଜବାଦୀ ପାର୍ଟି ଅଫିସ ସମ୍ମୁଖରେ।...

ଶେଷରେ ମାନିଲେ ସରକାର: ଅକ୍ସିଜେନ ଅଭାବରୁ ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୧୧।୮: କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ କେତେକଙ୍କ ମୃତ୍ୟୁ ହୋଇଛି ବୋଲି ଶେଷରେ ସରକାର ମାନିଛନ୍ତି। ଏନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟରେ...

ବ୍ରିଜରେ ଫସିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୫।୧୦ : ବ୍ରିଜ ତଳେ ଫସିଥିବା ଏୟାର ଇଣ୍ଡିଆର ଏକ ବିମାନକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି। ଭାଇରାଲ ହେଉଥିବା ଏକ...

ଭୂକମ୍ପରେ ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୩।୧୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଛି। ଏହାର କେନ୍ଦ୍ରସ୍ଥଳ ଚମୋଲିର...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨...

କର୍ନାଟକରେ ଏକାକି ନିର୍ବାଚନ ଲଢିବ କଂଗ୍ରେସ

ବେଙ୍ଗାଲୁରୁ,୨୪।୬: ଗତ ଲୋକ ସଭା ନିର୍ବାଚନରେ କର୍ନାଟକରେ ଶୋଚନୀୟ ପରାଜୟ ପରେ ଏବେ ଆତ୍ମମନ୍ଥନ କରୁଛି କଂଗ୍ରେସ। ଏହି ପରାଜୟ ପାଇଁ ଦଳ ରାଜ୍ୟରେ ଜନତା...

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ...

କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା

ଥିରୁଭାନନ୍ଥପୁରମ୍‌,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ...

Advertisement
Archives

Model This Week