ଭାଜପାରେ ପାଦ ଦେଉ ଦେଉ ବଢିଲା ଦୁଷ୍ୟନ୍ତଙ୍କ ସୁରକ୍ଷା

ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଜନନାୟକ ଜନତା ପାର୍ଟି(ଜେଜେପି) ସହ ମେଣ୍ଟ କରି ସରକାର ଗଠନ କରିବାକୁ ଯାଉଛି। କାରଣ ହରିୟାଣାର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟା ଗରିଷ୍ଠତାଠାରୁ ୬ ଆସନ ପଛରେ ଥିବା ବେଳେ ଏବେ ଜେଜେପିକୁ ସାଥୀ କରିଛି। ଆଉ ପ୍ରଥମ କରି ବିଧାନସଭା ନିର୍ବାଚନରେ ତୃତୀୟ ବୃହତ୍ତମ ଦଳ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଜେଜେପି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏବେ ଶୁଣିବାକୁ ମିଳିଛି କି ଭାଜପା ସହ ମେଣ୍ଟ କରୁକରୁ ଜେଜେପିର ମୁଖ୍ୟ ଦୁଷ୍ୟନ୍ତ ଚୌତାଲାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ହରିୟାଣାର ସିରସା ଓ ହିସାରରେ ଥିବା ତାଙ୍କ ଘରେ ଏବେ ସୁରକ୍ଷା ବଢାଇ ଦିଆଯାଇଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ପ୍ରକଳ୍ପ ଲାଗି ଭାରତ-ବାଂଲାଦେଶ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ, ୧୫ା୬: ଭାରତ-ବାଂଲାଦେଶ ସୀମାନ୍ତରେ ଉନ୍ନତି ଆଣିବା ପାଇଁ ଦୁଇ ଦେଶ ମଧ୍ୟରେ ଚୁକ୍ତି ସ୍ବାକ୍ଷର ହୋଇଛି। ଭାରତ-ବାଂଲାଦେଶ ସୀମା ସୁରକ୍ଷା ମୁଖ୍ୟ ବୁଧବାର ୫...

ବିକଳ ଦୃଶ୍ୟ : ଦୁଇ ଦିନ ଧରି ମା’ ମୃତଦେହ ପାଖରେ କାନ୍ଦୁଥିଲା ଶିଶୁ

ପୁଣେ,୩୦।୪ : ମା’ର ମୃତଦେହ ପାଖରେ ଦୁଇ ଦିନ ଧରି କାନ୍ଦୁଥିଲା ଶିଶୁ। ପଡୋଶୀମାନେ ଜାଣିଲା ପରେ ମଧ୍ୟ କୋଭିଡ୍‌ ଭୟରେ ଘର ମାଡ଼ୁ ନ...

କଂଗ୍ରେସ ନେତା ବନଓ୍ବାରି ଲାଲ ଶର୍ମାଙ୍କ ପରଲୋକ

ଭୋପାଳ,୨୧।୧୨: ମଧ୍ୟପ୍ରଦେଶର କଂଗ୍ରେସ ନେତା ତଥା ଜଉରା ବିଧାୟକ ବନଓ୍ବାରି ଲାଲ ଶର୍ମାଙ୍କର ଶନିବାର ସକାଳେ ପରଲୋକ ହୋଇଛି। ଭୋପାଳରେ ଚିକିତ୍ସିତ ହେଉଥିବା ସମୟରେ ୬୧...

୨୦୨୧ ଅଣ୍ଡରଟେକିଂର ପ୍ରଚାର କର

ନୂଆଦିଲ୍ଲୀ,୨ା୨: ହ୍ବାଟ୍ସଆପ୍‌ର ୨୦୨୧ ଗୋପନୀୟତା ନୀତିକୁ ୟୁଜର ଗ୍ରହଣ କରିବାକୁ ବାଧ୍ୟ ନୁହନ୍ତି। ସେହିବର୍ଷ ମେ’ରେ ଉକ୍ତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏନେଇ ଇଲେକ୍ଟ୍ରୋନିକ୍ସ ଓ...

ଦେଶ ପ୍ରତିରକ୍ଷା ନାମରେ କଂଗ୍ରେସ କରିଛି ଦୁର୍ନୀତି: ପ୍ରଧାନମନ୍ତ୍ରୀ…

ଶିମଲା,୫।୧୧: ହିମାଚଳ ପ୍ରଦେଶର ସୁନ୍ଦରନଗର ଜବାହର ପାର୍କରେ ବିଜୟ ସଙ୍କଳ୍ପ ରାଲିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

ଦାଉଦଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲା ଏନ୍‌ଆଇଏ…

ନୂଆଦିଲ୍ଲୀ, ୧।୯ : ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ବିରୋଧରେ ଭାରତରେ କାର୍ଯ୍ୟ ତୀବ୍ର ହୋଇଛି। ପ୍ରକାଶ ଯେ, ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ଦାଉଦଙ୍କ...

ସେନା ପୋଷାକ ସହ ଖାପ ଖାଉଥିବା ପୋଷାକ ପିନ୍ଧି ଅଡୁଆରେ ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୪।୨: ରାଜଧାନୀ ଦିଲ୍ଲୀର ଜାଫରାବାଦ ମେଟ୍ରୋ ଷ୍ଟେଶନ ନିକଟରେ ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲୁଥିବା ବେଳେ ଦିଲ୍ଲୀ ପୋଲିସ ଏକ...

ପିଏମ ସମ୍ମାନ ନିଧିର ଲାଭ ନେଉଛନ୍ତି ୩୩ ହଜାର ମୃତକ

ଋାୟବରେଲି,୨୭ ।୬: ଉତ୍ତର ପ୍ରଦେଶ ରାୟବରେଲି ଜିଲାର ୩୩ହଜାର ୯୩୬ ଏମିତି କୃଷକ ରହିଛନ୍ତି କାଗଜ ପତ୍ରରେ ସେମାନେ ମୃତ ହୋଇଥିବା ବେଳେ କିନ୍ତୁ କୃଷକ...

Advertisement
Archives

Model This Week