ଭାଜପାରେ ଯୋଗଦେଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ତଥା କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ପୂର୍ବତନ ଆଇଏଏସ୍‌ ଅଫିସର ତଥା ବରିଷ୍ଠ ପ୍ରଶାସକ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱକୁ ବିଜେଡି ସମର୍ଥନ କରିବ ବୋଲି ଶୁକ୍ରବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ମଧ୍ୟରୁ ଭାଜପାରୁ ଜଣେ ପ୍ରାର୍ଥୀ ଓଡ଼ିଶାରୁ ନିର୍ବାଚିତ ହେବେ। ତାଙ୍କ ପ୍ରାର୍ଥିତ୍ୱକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri