Posted inଜାତୀୟ

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ ସେ ପୁଣିଥରେ ଭାଜପାରେ ଯୋଗ ଦେଇଛନ୍ତି। ସ୍ବତନ୍ତ୍ର ଦେବ ସିଂଙ୍କ ଉପସ୍ଥିତିରେ ୮୭ ବର୍ଷୀୟ କଲ୍ୟାଣ ସିଂ ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌କୁ ନେଇ ଉତ୍ସାହିତ ଯବାନ

ଶ୍ରୀନଗର,୧୬।୬: ବିଶ୍ୱ କପ୍‌ କ୍ରିକେଟକୁ ନେଇ ସବୁଆଡେ ଚର୍ଚ୍ଚା। ବିଶେଷ କରି ଭାରତ ପାକିସ୍ତାନ ମ୍ୟାଚକୁ ଯେମିତି କେହି ହାତଛଡା କରିବାକୁ ଚାହାଁନ୍ତି ନାହିଁ। ରବିବାର...

ଜୀବନକୁ ବାଜି ଲଗାଇଲେ ଗର୍ଭବତୀ ନର୍ସ

ରାୟପୁର,୨୬।୫: ଦେଶରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଲୋକଙ୍କ ମନରେ ଭୟ...

୪୫ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୩ ମୃତ

ଲକ୍ଷ୍ନୌ,୧୦।୧୦-ଦିଲ୍ଲୀରୁ କାନପୁର ୪୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶନିବାର ଆଲିଗଡଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ...

ମୁମ୍ବାଇ ଲୋକଲ୍‌ ଟ୍ରେନ୍‌ର ଏକ ଫଟୋ ଦେଖି ଭାବପ୍ରବଣ ହେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ,୩।୧: ଲକଡାଉନ୍‌ ପରେ ମୁମ୍ବାଇ ଲୋକାଲ ଟ୍ରେନ ଫେବୃଆରୀ ୧ ତାରିଖରୁ ପୁନଃଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିୟମ ଅନୁଯାୟୀ କେବଳ...

କାନପୁରରେ ଗୋଟିଏ ରାତିରେ ଦୁଇଟି ବଡ଼ ସଡ଼କ ଦୁର୍ଘଟଣା, ଟ୍ରକ ଧକ୍କାରେ ୪ ମୃତ

କାନପୁର,୨ ।୧୦: ଉତ୍ତର ପ୍ରଦେଶର କାନପୁରରେ ଗୋଟିଏ ରାତିରେ ଦୁଇଟି ବଡ ଦୁର୍ଘଟଣା ହୋଇଛି । ଶନିବାର ରାତିରେ ଅହିରୱା ଫ୍ଲାଇ ଓଭରରେ ଦ୍ରୁତ ଗତିରେ...

ଜଣେ ବ୍ୟକ୍ତିଙ୍କର ୨ଟି ଜନ୍ମ ପ୍ରମାଣପତ୍ର ହୋଇପାରିବ ନାହିଁ…

ନୂଆଦିଲ୍ଲୀ, ୨୩।୨ : ଜଣେ ବ୍ୟକ୍ତିଙ୍କ ୨ଟି ଭିନ୍ନ ଭିନ୍ନ ଜନ୍ମ ପ୍ରମାଣପତ୍ର ହୋଇ ପାରିବ ନାହିଁ। ଏଭଳି କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ କରାଯିବ...

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ, ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର, ୧୧।୬ : ଜମ୍ମୁ-କଶ୍ମୀରର ପୁଲଓ୍ବାମାର ଦ୍ରବଗ୍ରାମରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଗୁପ୍ତ ସୂଚନା...

ଭଡ଼ାଘରେ ରହୁଥିବା ଲୋକଙ୍କୁ ଉପହାର, ଏଗ୍ରିମେଣ୍ଟ ଷ୍ଟାମ୍ପ୍‌ ଡ୍ୟୁଟି ଛାଡ କରିବେ ଯୋଗୀ ସରକାର…

ଲକ୍ଷ୍ନୌ, ୧୬।୭ : ଉତ୍ତରପ୍ରଦେଶରେ ଭଡ଼ାଘରେ ରହୁଥିବା ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପହାର ଦେବାକୁ ଯାଉଛନ୍ତି। ୧୦ ହଜାର ପର୍ଯ୍ୟନ୍ତ ଘରଭଡ଼ା ଦେଉଥିବା ଲୋକଙ୍କ...

Advertisement
Archives

Model This Week