Posted inଜାତୀୟ

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ ଗୋଏଲଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ପୂର୍ବରୁ ଏଏପିର ଏହି ବିଦ୍ରୋହୀ ନେତା ନିଜ ରାଜନୀତି କ୍ୟାରିୟରକୁ ନେଇ କୋର୍ଟର ଦ୍ୱାରସ୍ଥ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଏହାର ସମାଧାନ ହୋଇ ପାରିଲା ନାହିଁ। ତେଣୁ ଶେଷରେ ସେ ଭାଜପାରେ ଯୋଗ ଦେଇଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି। ଏହାସହ ଏଏପିର ମହିଳା ମୋର୍ଚ୍ଚା ମୁଖ୍ୟ ରିଚା ପାଣ୍ଡେ ମିଶ୍ରା ମଧ୍ୟ କପିଲଙ୍କ ସହ ମିଶି ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା...

ମହାରାଷ୍ଟ୍ରର ସବୁ ଜିଲାରେ ହେବ ମହିଳା ପୋଲିସ ଷ୍ଟେଶନ: ଅଜିତ ପାଓ୍ବାର

ମୁମ୍ବାଇ,୬।୩: ମହାରାଷ୍ଟ୍ରର ଶିବସେନା ମେଣ୍ଟ ସରକାର ଏବେ ଲୋକଙ୍କ ହିତ ଉଦ୍ଦେଶ୍ୟରେ କାମ କରିବା ଆରମ୍ଭ କରିଥିବା ଆଲୋଚନା ହେଉଛି। ଶୁକ୍ରବାର ବିଧାନସଭାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ...

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା: ଶ୍ମଶାନରୁ ଜଣାପଡୁଛି ସ୍ଥିତି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା

ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ  ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି...

ଭାଜପାକୁ ଟାର୍ଗେଟ କଲେ ଦିଦି

କୋଲକାତା,୧୨।୯: ପଶ୍ଚମିବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗୁରୁବାର ମମତା କୋଲକତାରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ବିରୋଧରେ...

କୋଭିଡ୍‌ ମୃତକଙ୍କ ପରିବାରକୁ ପେନ୍‌ସନ

ନୂଆଦିଲ୍ଲୀ, ୩୦ା୫: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ଫାମିଲି ପେନ୍‌ସନ୍‌ ଦିଆଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହା ବ୍ୟତୀତ...

ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଛନ୍ତି ୯୦ ବର୍ଷୀୟା ମା’

ସାହଦୋଲ,୨୫।୭: ମଧ୍ୟପ୍ରଦେଶର ସାହଦୋଲରେ ଜଣେ ୯୦ ବର୍ଷୀୟା ବୃଦ୍ଧା ମା’ ରତନି ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ୧୧...

ଅଜବ ବାଳକ: ଶରୀରର କେତୋଟି ମୁଖ୍ୟ ଅଙ୍ଗ ରହିଛି ଓଲଟା

କାନପୁର,୧୦।୯: ଉତ୍ତରପ୍ରଦେଶ ବିଲହୋରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳକର ଶରୀରର କେତୋଟି ମୁଖ୍ୟ ଅଙ୍ଗ ନିର୍ଦ୍ଧିଷ୍ଟ ସ୍ଥାନରେ ନ ଥାଇ ବିପରୀତ...

Advertisement


Archives

Model This Week

Why Dharitri