Posted inଜାତୀୟ

ଭାଜପାରେ ହୋଇପାରେ ବିଦ୍ରୋହ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଅଯୋଗ୍ୟ ଘୋଷିତ ୧୭ ବିଧାୟକଙ୍କ ମଧ୍ୟରୁ କେତେଜଣଙ୍କୁ କର୍ନାଟକ ବିଧାନସଭା ଉପନିର୍ବାଚନରେ ଭାଜପା ଟିକେଟ ଦେବ ବୋଲି କୁହାଯାଉଛି। ଏହା ଜଣାପଡିବା ପରେ ଭାଜପାରେ ବିଦ୍ରୋହ ସୃଷ୍ଟି ହୋଇପାରେ ବୋଲି ସୂଚନା ମିଳିଲାଣି। ଉପନିର୍ବାଚନରେ ଟିକେଟ ନ ମିଳିଲେ ବିଦ୍ରୋହ କରିବା ପାଇଁ କଗଓ୍ବାଦ ଆସନରୁ ଆଶାୟୀ ରାଜୁ କାଗେ ଏବଂ ଭାଜପାର ଛିକ୍କବାଲାପୁରା ଏମ୍‌ପି ବି.ଏନ୍‌. ବଚ୍ଛେଗୌଡାଙ୍କ ପୁଅ ଶରତ ଖୋଲାଖୋଲି ଧମକ ଦେଇସାରିଲେଣି। ଉଭୟ ୨୦୧୮ରେ ଭାଜପା ଟିକେଟରେ
ଲଢ଼ି ହାରିଯାଇଥିଲେ। କାଗେ ଭାଜପା ଛାଡି କଂଗ୍ରେସରେ ଯୋଗଦେବେ ବୋଲି କହିଥିଲାବେଳେ ହୋସ୍‌କୋଟେ ଆସନରୁ ଶରତ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବାକୁ ୩ ଦିନ ଦୌଡିବେ କୁନି ଧାବିକା

ଲକ୍ଷ୍ନୌ,୧୧ ।୪: ପ୍ରତିଯୋଗୀତାରେ ବିଜୟ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ଏଥିରେ ଭାଗ ନେବା । ହେଲେ ଖେଳାଳୀଙ୍କୁ ଯେତେବେଳେ ସେମାନଙ୍କୁ ସେମାନଙ୍କର ଉଚିତ ସମ୍ମାନ...

ରାହୁଲଙ୍କ ନୂଆ ଚ୍ୟାନେଲ !

ନୂଆଦିଲ୍ଲୀ,୨୫।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ ପଦରେ ବସାଇବାକୁ ନିକଟରେ ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟିରେ କଥା ଉଠିଥିଲା। ଏହାପରେ...

ବଦଳିଲା ମୋଦିଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଥିବା ଦେଖାଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା...

ମାଡ଼ି ଆସୁଛି ବାତ୍ୟା ‘କୟାର’: କର୍ନାଟକରେ ପ୍ରବଳ ବର୍ଷା; ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୬।୧୦: ବାତ୍ୟା ‘କୟାର’ ମାଡ଼ି ଆସୁଛି। ପଶ୍ଚିମ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ପ୍ରଭାବରେ କର୍ନାଟକରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସୁରକ୍ଷା...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

ନିର୍ବାଚନ ଆଇନ ସଂଶୋଧନ ବିଲ, ୨୦୨୧ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୦।୧୨: ନିର୍ବାଚନ ଆଇନ (ସଂଶୋଧନ) ବିଲ,୨୦୨୧ ଲୋକ ସଭାରେ ଆଗତ କରାଯାଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ...

କଷଟି ପଥରରେ ସଂଘୀୟ ସହଯୋଗିତା

ନୂଆଦିଲ୍ଲୀ,୭ା୫: ମହାମାରୀ କରୋନାର ପ୍ରଭାବ ସାରା ବିଶ୍ୱରେ ଦେଖିବାକୁ ମିଳିଛି। ଅଦ୍ୟାବଧି ୧୧୨ ରାଷ୍ଟ୍ରରେ ଆତଙ୍କ ସୃଷ୍ଟି କରିଥିବା ଏହି ଘାତକ ଭୂତାଣୁ ୩.୫ ନିୟୁତ...

ସିନ୍ଦେଙ୍କ ସହ ୩୭ରୁ ଅଧିକ ବିଧାୟକ, ଦଳ ବଦଳ ଆଇନକୁ ନେଇ ଚର୍ଚ୍ଚା

ମୁମ୍ବାଇ,୨୩ ।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସରକାର ଭାଙ୍ଗିବାକୁ ଯାଉଥିବା ବେଳେ ଏବେବି ଆଶା...

Advertisement
Archives

Model This Week