Posted inଜାତୀୟ

ଭାଜପାର ଓପନିଂ ବ୍ୟାଟିଂରେ ଚଉକା ଛକା: କଂଗ୍ରେସ ପଛରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଓପନିଂ ବ୍ୟାଟିରେ ଭାଜପା ଚଉକା ଛକା ବର୍ଷା କରୁଥିବା ନିର୍ବାଚନ ଫଳାଫଳରୁ ଜଣାପଡ଼ିଛି। କଂଗ୍ରେସ ପଛରେ ପଡ଼ିଥିବା କୁହାଯାଉଛି। ସକାଳ ୮ଟା ୪୦ ସୁଦ୍ଧା ଭାଜପା ଶହେଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୫୧ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୨୨ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri