Posted inଜାତୀୟ

ଭାଜପାର ଓପନିଂ ବ୍ୟାଟିଂରେ ଚଉକା ଛକା: କଂଗ୍ରେସ ପଛରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଓପନିଂ ବ୍ୟାଟିରେ ଭାଜପା ଚଉକା ଛକା ବର୍ଷା କରୁଥିବା ନିର୍ବାଚନ ଫଳାଫଳରୁ ଜଣାପଡ଼ିଛି। କଂଗ୍ରେସ ପଛରେ ପଡ଼ିଥିବା କୁହାଯାଉଛି। ସକାଳ ୮ଟା ୪୦ ସୁଦ୍ଧା ଭାଜପା ଶହେଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୫୧ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୨୨ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପିଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୩।୮: ଉତ୍ତରପ୍ରଦେଶର ଭଦୋହିରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ରମେଶ ବିନ୍ଦଙ୍କୁ ହତ୍ୟା ମିଳିଛି। ଏନେଇ ସେ ଗୋପିଗଞ୍ଜ ପୋଲିସ ଷ୍ଟେଶନରେ ଏକ ମାମଲା...

ବିବାହରେ ମାତା-ପିତାଙ୍କ ପକ୍ଷରୁ ମିଳିଥିବା ଉପହାର ଯୌତୁକ ନୁହେଁ, ହାଇକୋର୍ଟଙ୍କ ରାୟ…

କୋଚି, ୧୫।୧୨: ଭାରତରେ, ଯୌତୁକ ପ୍ରଥାକୁ ଏକ ଅପରାଧ ଭାବେ ବିବେଚନା କରାଯାଇଥାଏ। ଯୌତୁକ ଯୋଗୁ ବହୁ କ୍ଷେତ୍ରରେ ଝିଅଙ୍କୁ ବିବାହ ପରେ ଅସୁବିଧାର ସମ୍ମୁଖୀନ...

୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ ହେବ ଜଲିକାଟୁ

ମଦୁରେ,୧୧।୧: ତାମିଲନାଡୁରେ ପୋଙ୍ଗଲ ଅବସରରେ ଖେଳାଯାଉଥିବା ଜଲିକାଟୁ ମଦୁରେ ଜିଲାରେ ୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ କରାଯିବ ବୋଲି ସୂଚନା ମିଳିଛି। ମଦୁର ଜିଲାପାଳ...

ଦେଶରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ମୁମ୍ବାଇ,୩୧ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌କୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଯାଇଥିବା ବେଳେ ଗୁରୁବାର ଦେଶରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ...

ଗାଜିପୁର ସୀମାରେ ଚାଷୀଙ୍କୁ ଅଟକାଇଲା ପୋଲିସ

ନୂଆଦିଲ୍ଲୀ,୨୨।୮: ଦେଶରେ ବେକାରି ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଦରଦାମ ଆକାଶଛୁଆଁ ହୋଇଛି। ଏହାର ପ୍ରତିବାଦରେ ସୋମବାର ଦିଲ୍ଲୀର ଯନ୍ତରମନ୍ତରରେ ଭାରତୀୟ କିଷାନ ୟୁନିୟନ (ବିକେୟୁ)...

ମଣିପୁର ହିଂସା: ଉଗ୍ରବାଦୀଙ୍କ ଆକ୍ରମଣରେ ଗଲା ୩ ଜଣଙ୍କର ଜୀବନ

ଇମ୍ଫାଲ,୧୮।୮: ମଣିପୁରରେ ହୋଇଥିବା ହିଂସା ମାମଲାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଗଣମାଧ୍ୟମର ଖବର ଅନୁଯାୟୀ ମଣିପୁରର ଉଖରୁଲ ଜିଲାରେ ଉଗ୍ରବାଦୀଙ୍କ ଆକ୍ରମଣରେ ତିନି ଜଣ...

ଲଖିମ୍‌ପୁର ଖେରି ମାମଲା:୪ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଲକ୍ଷ୍ନୌ,୧୦।୫: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଗତବର୍ଷ ଅକ୍ଟୋବରରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ମଡ଼ାଇ ୪ ଜଣଙ୍କୁ ହତ୍ୟା କରିବା ଓ ପରବର୍ତ୍ତୀ ହିଂସାରେ ଅନ୍ୟ...

ରାଶନ ଦୋକାନରେ ଶସ୍ତାରେ ମିଳିବ ପିଆଜ

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀରେ ପିଆଜ ଦର ଏବେ ଆକାଶ ଛୁଆଁ ହୋଇଛି। ତେବେ କଳାବଜାରିକୁ ରୋକିବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀର ରାଶନ ଦୋକାନରେ ଶାସ୍ତା...

Advertisement
Archives

Model This Week