Posted inଜାତୀୟ

ଭାଜପାର ଦଳିତ ନେତାଙ୍କୁ ଗାଁରେ ପ୍ରବେଶ କରିବାକୁ ବାରଣ କରାଗଲା

ଚିତ୍ରଦୁର୍ଗ,୧୭।୯: କର୍ନାଟକର ଚିତ୍ରଦୁର୍ଗରେ ଭାଜପାର ଜଣେ ଦଳିତ ଏମ୍‌ପିଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳିର ଏକ ଗାଁକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ଗାଁଲୋକେ ତାଙ୍କୁ ଅଛୁଆଁ କହି ଗାଁ ଭିତରକୁ ଯିବାକୁ ଦେଇ ନାହାଁନ୍ତି। ଏମ୍‌ପି ଏ. ନାରାୟଣସ୍ବାମୀ ଯେତେବେଳେ କେତେଜଣ ଅଧିକାରୀଙ୍କ ସହ ଉକ୍ତ ଗାଁ ପରିଦର୍ଶନରେ ଯାଇଥିଲେ ସେତେବେଳେ ତାଙ୍କୁ ବିରୋଧ କରାଯାଇଛି। ସୂଚନଯୋଗ୍ୟ, ସୋମବାର ନାରାୟଣସ୍ବାମୀ ତୁମାକୁରୁ ଜିଲାର ପାଓ୍ବାଗଡା ଅଞ୍ଚଳ ପରିଦର୍ଶନରେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍‌: କଂଗ୍ରେସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ)...

ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ

ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର...

ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହେଲେ ଶିକ୍ଷକ

ଭୋପାଳ, ୧୫।୫: ମଧ୍ୟପ୍ରଦେଶର ଝବୁଆରେ ଜୋଣ ସ୍କୁଲ ଶିକ୍ଷକ ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହୋଇଛନ୍ତି। ଛାତ୍ରୀ ଜଣଙ୍କ ହୋମ ଓ୍ବାର୍କ କରି ନ...

ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧ା୮: ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ...

ଦିଲ୍ଲୀରେ ପ୍ରଥମ ଥର ହେଲା ରାପିଡ ଆଣ୍ଡିଜେନ୍‌ ଟେଷ୍ଟ: ୨୪୨ କଣ୍ଟେନମେଣ୍ଟ ଜୋନ୍‌ରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀରେ ଦ୍ରୁତଗତିରେ ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଗୁରୁବାରଠାରୁ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟିଂ ଆରମ୍ଭ ହୋଇଛି। ଏହି ଟେଷ୍ଟିଂ ଦ୍ୱାରା ବହୁତ କମ୍‌...

୪୦ ବୁଥ୍‌ରେ ସମସ୍ତ କର୍ମଚାରୀ ମହିଳା

ମୁମ୍ବାଇ,୨୭ା୪(ପି.ଟି.): ମୁମ୍ବାଇ ଲୋକ ସଭା ନିର୍ବାଚନ ମଣ୍ଡଳୀର ୪୦ଟି ବୁଥ୍‌ରେ କେବଳ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମହିଳା ସଶକ୍ତୀକରଣ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ପାଇଁ...

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।...

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ...

Coronavirus Update


Archives

Model This Week

Why Dharitri