Posted inଜାତୀୟ

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି। ଶିବାଜୀ ପାର୍କରେ ଆୟୋଜିତ ଦଳର ପ୍ରତିଷ୍ଠା ଦିବସ ଅବସରରେ ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ଜନକର ହେଉଛନ୍ତି ଆର୍‌ଏସ୍‌ପିର ଅଧ୍ୟକ୍ଷ। ସଞ୍ଜୟ ଏବେ ତାଙ୍କ ଫିଲ୍ମ ଶୁଟିଂ ପାଇଁ ଦୁବଇରେ ଥିବା ବେଳେ ଖୁବ୍‌ଶୀଘ୍ର ସେ ମୁମ୍ବାଇ ଫେରିବେ ବୋଲି ମହାଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ଶୁଣାଣି ପୂର୍ବରୁ ହାଇ ଆଲର୍ଟରେ ଉତ୍ତରପ୍ରଦେଶ: ଖୋଲାରେ ପେଟ୍ରୋଲ, ଏସିଡ୍‌ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ସରକାର ହାଇ ଆଲର୍ଟରେ ଅଛନ୍ତି। ଏଥିପାଇଁ ଗାଜିଆବାଦ ପ୍ରଶାସନ ଖୋଲାରେ ବିକ୍ରି କରାଯାଉଥିବା ପେଟ୍ରୋଲ,...

ବଦଳିଗଲା ସଚ୍ଚିନଙ୍କ ଦାଢ଼ି କାଟିଥିବା ବାର୍ବଲ ଗର୍ଲଙ୍କ ଜୀବନ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବନଓ୍ବାରି ତୋଲା ଗାଁରେ ଥିବା ନେହା ଓ ଜ୍ୟୋତି ନାମକ ଦୁଇ ଭଉଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଦିନେ...

ଯୋଗୀଙ୍କ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ସିଜେଆଇଙ୍କୁ ପୂର୍ବତନ ବିଚାରପତିଙ୍କ ଚିଠି…

ନୂଆଦିଲ୍ଲୀ, ୧୫।୬ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି, ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସମେତ ୧୨ ଜଣ ବ୍ୟକ୍ତି ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନ...

ଧାରା ୩୭୦ ପୁଣି ଲାଗୁ ନ ହେବା ପର୍ଯ୍ୟନ୍ତ, ଲଢିବି ନାହିଁ ବିଧାନସଭା ନିର୍ବାଚନ: ମେହବୁବା ମୁଫତି

ଶ୍ରୀନଗର,୨୨।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ମୁଖ୍ୟ ମେହବୁବା ମୁଫତି ଏକ ବଡ଼ ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ...

ଆଇସିୟୁରେ ଭର୍ତ୍ତି ହେଲେ ଆଶାରାମ ବାପୁ

ଯୋଧପୁର,୬।୫: ରାଜସ୍ଥାନର ଯୋଧପୁର ଜେଲରେ ଆଶାରାମଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ନାବାଳିକା ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ...

ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…

କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ...

ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଇଡିର ଆବେଦନ ଖାରଜ: ବିଚାର ବିଭାଗୀୟ ହାଜତକୁ ଗଲେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩୦।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମଙ୍କୁ ମିଳିଲାନି ଆଶ୍ୱସ୍ତି। ବୁଧବାର ଦିଲ୍ଲୀର ସ୍ବତନ୍ତ୍ର...

ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ଟୁଇଟ୍‌ କଲେ ପୁଅ

ଭୋପାଳ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ଏବେ ରାଜନୀତି ହୋଇଛି ସରଗରମ। ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ତାଙ୍କ...

Advertisement
Archives

Model This Week