ଭାଜପାର ସାଙ୍ଗଠନିକ ନିର୍ବାଚନ କର୍ମଶାଳା

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପଠାରେ ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ କର୍ମଶାଳା ଅନୁଷ୍ଠିିତ ହୋଇଯାଇଛି। ସହସଙ୍ଗଠନ ମନ୍ତ୍ରୀ ରଞ୍ଜନ ପଟେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ବୁଥ ଓ ମଣ୍ଡଳସ୍ତରୀୟ କର୍ମୀଙ୍କୁ ନିର୍ବାଚନ ପ୍ରକ୍ରିୟା ଉପରେ ମାର୍ଗଦର୍ଶନ କରିଥିଲେ। ସମ୍ମାନିତ ଅତିଥି ଭାବେ ରାଜ୍ୟ ଭାଜପା ଉପସଭାପତି ପ୍ରସନ୍ନ ପାଢୀ, ବରଗଡ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ, କଳାହାଣ୍ଡି ଜିଲା ପରିଷଦ ଉପାଧ୍ୟକ୍ଷା ତଥା ରାଜ୍ୟ ଭାଜପା ଅଧ୍ୟକ୍ଷା ନମିତା ରାଣୀ ସାହୁ, ରାଜ୍ୟ ସମ୍ପାଦକ ତଥା ସହ ନିର୍ବାଚନ ଅଧିକାରୀ ସରିତା ନନ୍ଦ, ସଦସ୍ୟତା ପ୍ରଭାରି ନୂଆପଡା ହୋମସିଂଗ ମାଝି, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଖାମସିଂ ମାଝି, ପୂର୍ବତନ ଖଡିଆଳ ବିଧାୟକ ହିତେଶ କୁମାର ବଗର୍ତ୍ତି, ରାଜ୍ୟ ମାଇନରିଟି ମୋର୍ଚ୍ଚା ସଭାପତି ଶେଖ ମେହେତାବ ମହମ୍ମଦ, ଜିଲା ଉପ ସଭାପତି ଚର୍ତୁଭୁଜ ଶର୍ମା, ମନିଜର ଆର୍ଯ୍ୟ ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କମଳେଶ ଦିଖିତ, ସୁବ୍ରତ ଠାକୁର, ଦେବଦେବ ସିଂଦେଓ, ପୀତାମ୍ବର ନାଗ, ଅଭିନନ୍ଦନ ପଣ୍ଡା, ସଦାନନ୍ଦ ଯୋଷୀ, ଚନ୍ଦନ ଠାକୁର, ପ୍ରବୀଣ ଭୋଇ, ଈଶ୍ୱର ପଟେଲ, ଚିତ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri