Posted inଜାତୀୟ

ଭାଜପା ଅଫିସ୍‌କୁ ଅଣାଗଲା ସୁଷମାଙ୍କ ମରଶରୀର

ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ନିଆଯାଇଥିଲା। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଦେଶର ବିଭିନ୍ନ ନେତା ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୧୧ଟା ପରେ ସୁଷମାଙ୍କ ମରଶରୀର ଭାଜପା ମୁଖ୍ୟାଳୟକୁ ଅଣାଯାଇଛି। ସେଠାରେ ଦଳର ନେତା ଏବଂ କର୍ମୀମାନେ ସୁଷମାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ଏହାପରେ ଅପରାହ୍ଣ ୩ଟାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଶାହଙ୍କ ‘ଏକ ରାଷ୍ଟ୍ର ଏକ ଭାଷା’ ପ୍ରସ୍ତାବ: ହିନ୍ଦୀକୁ ନେଇ ହୁଲସ୍ଥୂଲ

ନୂଆଦିଲ୍ଲୀ,୧୫।୯(ପି.ଟି.): ହିନ୍ଦୀ ଦିବସ ପାଳନ ଅବସରରେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ‘ଗୋଟିଏ ଦେଶ ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଛନ୍ତି। ଅଧିକାଂଶ ଲୋକ ହିନ୍ଦୀରେ...

ଭାଜପାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ ସହ ବିଲାୱଲ ଭୁଟ୍ଟୋଙ୍କ କୁଶ ପୁତ୍ତଳିକା କରାଯିବ ଦାହ

ନୂଆଦିଲ୍ଲୀ,୧୭ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପକ୍ଷରୁ ଦିଆଯାଇଥିବା ଅପମାନଜନକ ଟିପ୍ପଣୀ ବିରୋଧରେ, ଶନିବାର ଅର୍ଥାତ୍...

ଯୁବକଙ୍କ କାନରୁ ବାହାରିଲେ ୧୦ ଅସରପା

ନୂଆଦିଲ୍ଲୀ: ଚାଇନାରେ ଜଣେ ଲୋକଙ୍କ କାନରୁ ବାହାରିଛି ୧୦ ଅସରପା। ଯୁବକଙ୍କ କାନରେ ପ୍ରବଳ କଷ୍ଟ ଅନୁଭବ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇ ଦେଖାଇଥିଲେ।...

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା...

ଆର୍ଥିକ ପ୍ରସଙ୍ଗଠାରୁ ଲୋକଙ୍କ ଦୃଷ୍ଟି ହଟାଇବାକୁ ଯୋଜନା କରୁଛନ୍ତି ମୋଦି ସରକାର: ଆଣ୍ଟୋନୀ

ନୂଆଦିଲ୍ଲୀ,୨୮।୧୨: ଦେଶର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ଦୃଷ୍ଟି ଏହି ପ୍ରମୁଖ ପ୍ରସଙ୍ଗଠାରୁ ହଟାଇବା...

ଏଣିକି ଭାରତ-ସିଙ୍ଗାପୁର ମଧ୍ୟରେ ଡିଜିଟାଲ୍‌ ପେମେଣ୍ଟ ହେବ ସହଜ

ନୂଆଦିଲ୍ଲୀ,୨୧।୨: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲି ହସିନ ଲୋଙ୍ଗ ମଙ୍ଗଳବାର ଏକ ବଡ଼ ଚୁକ୍ତି ସ୍ବାକ୍ଷର କରିଛନ୍ତି।...

୨ ଯୁବକଙ୍କ ମଧ୍ୟରେ ବାହାଘର

ହାଇଦ୍ରାବାଦ,୨୦।୧୨: ହାଇଦ୍ରାବାଦର ଦୁଇ ସମଲିଙ୍ଗୀ ଯୁବକ ଶନିବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ତେଲଙ୍ଗାନାରେ ଏହା ପ୍ରଥମ ସମଲିଙ୍ଗୀ ବିବାହ। ଅଭୟ ଡାଙ୍ଗେ(୩୪) ଏବଂ ସୁପ୍ରିୟୋ...

୩୦ରୁ ଅଧିକ ବର୍ଷ ଧରି ମୁସଲମାନ ପରିବାର ରାମଲୀଳାରେ ବିଭିନ୍ନ ଚରିତ୍ରରେ କରୁଛନ୍ତି ଅଭିନୟ

ଚଣ୍ଡିଗଡ଼,୭।୧୦: ଭାରତରେ ବିଭିନ୍ନତା ମଧ୍ୟରେ ରହିଛି ଏକତା। ଏହାର ଉଦାହରଣ ପାଲଟିଛି ହରିୟାଣା ଆଦମ୍‌ପୁରରେ ଥିବା ଗଣେଶ ରାମଲୀଳା। ଏହି ରାମଲୀଳା ଦଳରେ ଏକ ମୁସଲମାନ...

Advertisement
Archives

Model This Week