Posted inଜାତୀୟ

ଭାଜପା ଏମ୍‌ପିଙ୍କ ଗାଡ଼ି ଭାଙ୍ଗିଲେ ଟିଏମ୍‌ସି କର୍ମୀ

କୋଲକାତା,୧।୯: ପଶ୍ଚିମବଙ୍ଗର ଭାଜପା ଏମ୍‌ପି ଅର୍ଜୁନ ସିଂଙ୍କ ଗାଡ଼ିକୁ ରବିବାର କେତେଜଣ ଟିଏମ୍‌ସି କର୍ମୀ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଉତ୍ତର ୨୪ ପ୍ରଗଣାର ଶ୍ୟାମନଗର ରେଲଓ୍ବେ ଷ୍ଟେଶନ ନିକଟରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଅର୍ଜୁନ ସିଂ କହିଛନ୍ତି ଟିଏମ୍‌ସି କର୍ମକର୍ତ୍ତାମାନେ ଭାଜପା କାର୍ଯ୍ୟାଳୟକୁ କବ୍‌ଜା କରିବାକୁ ଚାହୁଁଥିବା ବେଳେ ସେ ସେଠାରେ ପହଞ୍ଚି ଏହା ତଦାରଖ କରିବା ସମୟରେ ଉକ୍ତ ଟିଏମ୍‌ସି କର୍ମୀମାନେ ତାଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହା, ସୋନିଆଙ୍କୁ ସୁରକ୍ଷା ଦେବେ ମହିଳା କମାଣ୍ଡୋ

ନୂଆଦିଲ୍ଲୀ, ୨୩ା୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଅନ୍ୟ ଭିଆଇପିଙ୍କ ସୁରକ୍ଷା ଦାୟିତ୍ୱରେ...

ଟାଇମ୍ସ୍‌ ରିପୋର୍ଟ ନେଇ ଭାରତ ସରକାରଙ୍କ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଖ୍ୟାତି ସମ୍ପନ୍ନ ଅନ୍ତର୍ଜାତୀୟ ପତ୍ରିକା ଟାଇମ୍ସ୍‌ରେ ପ୍ରକାଶିତ ଏକ ସର୍ଭେ ରିପୋର୍ଟ ନେଇ ଭାରତ...

ଗଛତଳେ ଚିକିତ୍ସିତ ହେଉଛନ୍ତି ୧୫ରୁ ଅଧିକ କରୋନା ଆକ୍ରାନ୍ତ

ଭିଜିଆନଗରମ୍‌, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ଆକ୍ରାନ୍ତଙ୍କୁ ଆବଶ୍ୟକ ଚିକିତ୍ସା ମିଳୁ ନ...

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା...

୪ କୃଷକ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୪।୧(ପି.ଟି.): ୪ ଜଣ କୃଷକ ନେତାଙ୍କୁ ହତ୍ୟା କରିବା ସହ ଜାନୁୟାରୀ ୨୬ରେ ଦିଲ୍ଲୀରେ ହେବାକୁ ଥିବା ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଭଣ୍ଡୁର କରିବା...

ହନୁମାନ ଜନ୍ମସ୍ଥାନକୁ ନେଇ ୨ ଟ୍ରଷ୍ଟ ମଧ୍ୟରେ ବିବାଦ

ହାଇଦ୍ରାବାଦ,୧୫।୨: ଅଯୋଧ୍ୟା ରାମ ଜନ୍ମଭୂମି ବିବାଦ ୨୦୧୯ ନଭେମ୍ବରରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ସମାଧାନ ହେବା ପରେ ଏବେ ହନୁମାନ ଜନ୍ମସ୍ଥାନକୁ ନେଇ ନୂଆ ବିବାଦ ଦେଖାଦେଇଛି।...

ଦିଲ୍ଲୀରେ ମୋଦିଙ୍କ ବିଶାଳ ରାଲି: ସିଏଏ ନାଗରିକତ୍ୱ ଛଡ଼ାଇନେବା ପାଇଁ ନୁହେଁ

ନୂଆଦିଲ୍ଲୀ,୨୩ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ଭାରତୀୟ ମୁସଲମାନମାନେ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି...

ମୋତିହାରିରେ ଡଙ୍ଗା ଓଲଟି ୬ ମୃତ

ପାଟନା,୨୬ ।୯: ବିହାରର ମୋତିହାରିରେ ଡଙ୍ଗା ଓଲଟି ୨୨ ଜଣ ବୁଡି ଯାଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତଦେହ ଏପର୍ଯ୍ୟନ୍ତ ଉଦ୍ଧାର...

Advertisement
Archives

Model This Week