Posted inଜାତୀୟ

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ। ଏହି ଘଟଣା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ବିବାଦ ଘନେଇଛି। ଏହି ସମୟରେ ଭାଜପା ଏମ୍‌ପି ଗୋପାଳ ନାରାୟଣ ସିଂ ଏକ ବିବାଦୀୟ ମନ୍ତ୍ୱ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଦଳୀୟ ସ୍ବାର୍ଥ ଦୃଷ୍ଟିରୁୁ ଆମେ ଜେଡିୟୁ ସହ ମେଣ୍ଟ କରିଛୁ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, କେବଳ ଶାସନ ଡୋର ହାତେଇବା ପାଇଁ ଏହି ମେଣ୍ଟ ହୋଇଛି। ଲାଲୁ ପ୍ରସାଦ ଯାଦବଙ୍କ ନେତୃତ୍ୱାଧୀନ ଆରଜେଡି ଏବଂ ନୀତିଶ ସରକାର ମଧ୍ୟ କୌଣସି ଫରକ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚି ବିମାନ ବନ୍ଦରରେ ଏୟାର ଇଣ୍ଡିଆ ବିମାନର ‘ହାଇଡ୍ରୋଲିକ’ ଫେଲ, ଅଧଘଣ୍ଟା ପାଇଁ ଲାଗିଲା ଏମରଜେନ୍ସି

କୋଚି,୩୦ ।୧: କୋଚି ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରବିବାର ଏକ ବଡ ସଙ୍କଟ ସାମ୍ନାକୁ ଆସିଥିଲା । ଏୟାର ଇଣ୍ଡିଆ ଏକ୍ସପ୍ରେସର ଏକ ବିମାନ ଅବତରଣ...

ପୀଡ଼ିତା ପରିବାରଙ୍କୁ ଭେଟିବାକୁ ଯାଇ ବିରୋଧର ସମ୍ମୁଖୀନ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୪।୮: ସନ୍ଦେହଜନକ ପରିସ୍ଥିତିରେ ଦିଲ୍ଲୀର କ୍ୟାଣ୍ଟ ଅଞ୍ଚଳର ଜଣେ ୯ବର୍ଷର ନାବାଳିକାର ମୃତ୍ୟୁ ହେବା ପରେ ଏବେ ମାମଲା ସରଗରମ ହେବାରେ ଲାଗିଛି। ଏହାକୁ ନେଇ...

କାହିଁକି ଜରୁରୀ ଅବତରଣ କଲା ଏୟାର ଏସିିଆ ବିମାନ

ନୂଆଦିଲ୍ଲୀ,୯।୪: ଏୟାର ଏସିଆ ବିମାନରେ ଉତ୍ତେଜନା। ବିମାନର ଜରୁରୀ ଅବତରଣ କରାଇଲେ ପାଇଲଟ। ଏହି ଘଟଣା ଘଟିଛି ନୂଆଦିଲ୍ଲୀରେ। ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏୟାର ଏସିଆ...

ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ଅଖିଳେଶ ଯାଦବଙ୍କ ସରକାରରେ ମନ୍ତ୍ରୀ ଥିବା ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ ଜାରି ରହିଛି। ତାଙ୍କ ନାମରେ...

୨୩୦ ଟ୍ରେନ୍‌ ପାଇଁ ୨୪ଘଣ୍ଟାରେ ବୁକିଂ ହେଲା ୧୩ଲକ୍ଷ ଟିକେଟ

ନୂଆଦିଲ୍ଲୀ,୨୨।୫: ଭାରତୀୟ ରେଲଓ୍ବେ ଜୁନ ୧ରୁ ୨୩୦ ଯାତ୍ରୀବାହି ଟ୍ରେନ୍‌ ଚଳାଚଳ କରିବାକୁ ଘୋଷଣା କରିଛି। ଏଥିପାଇଁ ଗୁରୁବାରରୁ ବିଭିନ୍ନ ରେଲଓ୍ବେ ଷ୍ଟେସନ୍‌ରେ ଟିକେଟ କାଉଣ୍ଟର...

ବନ୍ଦ ହେଲା କାଶୀ ବିଶ୍ୱନାଥ ମନ୍ଦିର: ୨ କର୍ମଚାରୀ କରୋନା ପଜିଟିଭ୍‌

ବାରାଣସୀ,୨୨।୭: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଧର୍ମନଗରୀ କୁହାଯାଉଥିବା ବାରାଣସୀରେ ମଧ୍ୟ ପ୍ରତିଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ...

ମମତାଙ୍କୁ ପୁଣି ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

କୋଲକାତା,୩।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ୨ଟି ପର୍ଯ୍ୟାୟ ମତଦାନ...

ଦୁର୍ଗାପୁରରେ ନିର୍ମାଣ ହେବ ଗ୍ରୀନ ହାଇଡ୍ରୋଜେନ ପ୍ଲାଣ୍ଟ, ଶକ୍ତି କ୍ଷେତ୍ରରେ ୧୧,୯୦୦ କୋଟି ନିବେଶ…

କୋଲକାତା,୪।୧୨ : ପଶ୍ଚିମବଙ୍ଗ ସରକାର ଦୁର୍ଗାପୁରରେ ଗ୍ରାନ୍‌ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ କରିବାକୁ ଯୋଜନା କରୁଛନ୍ତି। ରାଜ୍ୟଶକ୍ତି ମନ୍ତ୍ରୀ ଅରୁପ ବିଶ୍ୱାସ ସୂଚନା ଦେଇଛନ୍ତି ଯେ...

Advertisement
Archives

Model This Week