Posted inଜାତୀୟ

ଭାଜପା କରିଛି ଘୋଡ଼ାବେପାର: ୭ ଏଏପି ବିଧାୟକଙ୍କୁ ଯାଚିଥିଲା ୧୦ କୋଟି ଲେଖାଏଁ

ନୂଆଦିଲ୍ଲୀ,୨।୫: ଭାଜପା ଘୋଡ଼ାବେପାର କରିଥିବା ଅଭିଯୋଗ କରିଛନ୍ତି ଆମ୍‌ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଏଏପିରେ କନ୍ଦଳ ଲଗାଇବା ପାଇଁ ୭ ଏଏପି ବିଧାୟକଙ୍କୁ ଭାଜପା ୧୦ କୋଟି ଲେଖାଏଁ ଯାଚିଥିବା ଅଭିଯୋଗ କରିଛନ୍ତି କେଜରିଓ୍ବାଲ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ଷଡ଼ଯନ୍ତ୍ର ଫଳପ୍ରଦ ହୋଇ ନ ଥିବା ସେ କହିଛନ୍ତି। ଦିଲ୍ଲୀର ଚାନ୍ଦନୀଚୌକ ଲୋକ ସଭା ଆସନରେ ପ୍ରଚାର ସମୟରେ କେଜରିଓ୍ବାଲ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !

ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri