Posted inଜାତୀୟ

ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ…

ଗାଜିଆବାଦ,୨୦ା୪ : ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ ୪ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ଧମକ ଦେଇଛନ୍ତି। ଉତ୍ତରପ୍ରଦେଶର ଗାଜିପୁର ଏମ୍‌ପି ମନୋଜ ଏଥର ଏହି ଲୋକ ସଭା ଆସନରୁ ପୁଣିଥରେ ଭାଜପା ପ୍ରାର୍ଥୀ ହୋଇଛନ୍ତି। ସୈଦପୁର ଅଞ୍ଚଳରେ ‘କିଷାନ ପଞ୍ଚାୟତ ସମ୍ମିଳନୀ’କୁ ଗୁରୁବାର ସମ୍ବୋଧିତ କରି ସେ କହିଛନ୍ତି, ଭାଜପା କର୍ମୀମାନେ ଦୁର୍ନୀତି ଏବଂ ଆପରାଧିକ କାର୍ଯ୍ୟକଳାପ ଜରିଆରେ ଠୁଳ କରାଯାଇଥିବା ଧନ ହଟାଇବାକୁ ପ୍ରସ୍ତୁତ ଅଛନ୍ତି। ମୁଁ ଆପଣମାନଙ୍କୁ ପ୍ରତିଶ୍ରୁତି ଦେଉଛି ଯେ, ଭାଜପା କର୍ମୀମାନଙ୍କୁ ଯିଏ ଅଙ୍ଗୁଳି ଦେଖାଇବେ ସିଏ ୪ ଘଣ୍ଟା ମଧ୍ୟରେ ସୁରକ୍ଷିତ ନ ଥିବେ। ପୂର୍ବାଞ୍ଚଳର କୌଣସି ଅପରାଧୀ ଗାଜିପୁର ସୀମାକୁ ପ୍ରବେଶ କରିବା ଅବସ୍ଥାରେ ନାହାନ୍ତି। କେହି ଭାଜପା କର୍ମୀଙ୍କ ଉପରେ ନଜର ପକାଇଲେ ତାଙ୍କ ଆଖି ତାଡ଼ି ଦିଆଯିବ। ପ୍ରକାଶ ଯେ, ଏହି ଆସନରେ ମନୋଜଙ୍କ ବିରୋଧରେ ମାଫିଆରୁ ରାଜନେତା ପାଲଟିଥିବା ମୁଖ୍‌ତାର ଅନ୍‌ସାରିଙ୍କ ଭାଇ ଅଫ୍‌ଜଲ ଅନ୍‌ସାରିଙ୍କୁ ବିଏସ୍‌ପି ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ଶିବିରରେ ୫୦୦ ଆତଙ୍କବାଦୀ

ଜମ୍ମୁ,୧୨ା୧୦(ପି.ଟି.): ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍‌ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି...

ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ଶୁଣାଇଥିବା ବିଚାରପତିଙ୍କୁ ଧମକ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୮।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିବା ବିଚାରପତିଙ୍କୁ କଂଗ୍ରେସ ନେତା ଧମକ ଦେଇଛନ୍ତି। ତାମିଲନାଡୁର ଜଣେ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

ବୁଲା ପ୍ରାଣୀଙ୍କ ପେଟ ଭରୁଛନ୍ତି ୭୩ ବର୍ଷ ବୟସ୍କା ବୃଦ୍ଧା ଲୁରମା ଦେବୀ…

କୁଲ୍ଲୁ,୬।୭ : ହିମାଚଳପ୍ରଦେଶର ୭୩ ବର୍ଷ ବୟସ୍କା ଲୁରମା ଦେବୀଙ୍କ ପ୍ରାଣୀ ପ୍ରେମୀଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି। ନିଜ ପାଇଁ କିଛି ଖାଇବାକୁ ପାଇଲେ...

ତାଲିବାନ-ଭାରତ ସମ୍ପର୍କରେ ସୁଧାର, ଆରମ୍ଭ ହେବ ବିମାନ ସେବା…

ନୂଆଦିଲ୍ଲୀ/କାବୁଲ, ୧୨।୬ : ଭାରତ ଏବଂ ତାଲିବାନ ମଧ୍ୟରେ ସମ୍ପର୍କରେ ସୁଧାର ହେବାରେ ଲାଗିଛି। ତାଲିବାନ ଆଫଗାନିସ୍ତାନରେ କ୍ଷମତା ଗ୍ରହଣ କରିବା ପରେ ପ୍ରଥମ ଥର...

ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି...

ଚାଇନା ନାଗରିକଙ୍କ ପାଇଁ ଦିଲ୍ଲୀର ୩ ହଜାର ହୋଟେଲ-ଗେଷ୍ଟ ହାଉସ୍‌ ବନ୍ଦ

ନୂଆଦିଲ୍ଲୀ, ୨୫।୬: ଚାଇନା ପ୍ରତି ଭାରତୀୟଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି ହୋଇଛି। ଗଲଓ୍ବାନ ଘାଟିରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଏଭଳି ଭାବନା...

ହିଜାବ ପାଇଁ କଲେଜ ସମ୍ମୁଖରେ ଆନ୍ଦୋଳନ

ବେଙ୍ଗାଲୁରୁ,୨୦।୧: ପ୍ରାୟ ୩ ସପ୍ତାହ ହେଲା କର୍ନାଟକର ଉଡୁପି ଜିଲାର ଏକ ସରକାରୀ କଲେଜ ଏବଂ ହିଜାବ ପିନ୍ଧିବାକୁ ଚାହୁଁଥିବା କିଛି ମୁସଲିମ ଛାତ୍ରୀଙ୍କ ମଧ୍ୟରେ...

Advertisement
Archives

Model This Week