Posted inଜାତୀୟ

‘ଭାଜପା କାର୍ଯ୍ୟକର୍ତ୍ତା ମୋଦି,ମୋଦି ନାରା ଲଗାଉଛନ୍ତି, ଆପଣମାନେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି’

ଜଳନ୍ଧର, ୨୯।୫: ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱଧୀନ ଭାଜପା ଜବରଦସ୍ତ ସଫଳତା ହାସଲ କରିବା ଏବେ ସାରା ଦେଶରରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି ଏବଂ ଅମିତ ଶାହଙ୍କ ଷ୍ଟ୍ରାଟେଜିକୁ ଉଦାହରଣ ଭାବେ ନେବା ପାଇଁ ଅନ୍ୟ ଦଳର ନେତାମାନେ ନିଜ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ଏହି କ୍ରମରେ ପଞ୍ଜାବରେ ଭାଜପାର ସହଯୋଗୀ ଶିରୋମଣି ଅକାଳୀ ଦଳର ନେତା ସୁଖବୀର ସିଂ ବାଦଲ ଭାଜପା ସଂଗଠନକୁ ପ୍ରଶଂସା କରିଛନ୍ତି। ନିର୍ବାଚନ ପରେ ଦଳ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୁଖବୀର କହିଛନ୍ତି, ମୋଦି ଉପସ୍ଥିତ ଥାନ୍ତୁ କି ନ ଥାନ୍ତୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ପ୍ରତି ବୁଥରେ ମୋଦି, ମୋଦି ନାରା ଦେଉଛନ୍ତି। କିନ୍ତୁ ଆପଣମାନେ କେବେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି ବୋଲି କାର୍ଯ୍ୟକର୍ତ୍ତାଙ୍କୁ ପ୍ରଶ୍ନ କରିଛନ୍ତି ସୁଖବୀର। ଏହାଶୁଣି ଆକଳୀ ଦଳର ଜଣେ ନେତା ଉଠି ‘ସୁଖବୀର ସିଂହ ବାଦ ଜିନ୍ଦାବାଦ୍‌’ ନାରା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବ ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri