Posted inଜାତୀୟ

‘ଭାଜପା କାର୍ଯ୍ୟକର୍ତ୍ତା ମୋଦି,ମୋଦି ନାରା ଲଗାଉଛନ୍ତି, ଆପଣମାନେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି’

ଜଳନ୍ଧର, ୨୯।୫: ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱଧୀନ ଭାଜପା ଜବରଦସ୍ତ ସଫଳତା ହାସଲ କରିବା ଏବେ ସାରା ଦେଶରରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି ଏବଂ ଅମିତ ଶାହଙ୍କ ଷ୍ଟ୍ରାଟେଜିକୁ ଉଦାହରଣ ଭାବେ ନେବା ପାଇଁ ଅନ୍ୟ ଦଳର ନେତାମାନେ ନିଜ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ଏହି କ୍ରମରେ ପଞ୍ଜାବରେ ଭାଜପାର ସହଯୋଗୀ ଶିରୋମଣି ଅକାଳୀ ଦଳର ନେତା ସୁଖବୀର ସିଂ ବାଦଲ ଭାଜପା ସଂଗଠନକୁ ପ୍ରଶଂସା କରିଛନ୍ତି। ନିର୍ବାଚନ ପରେ ଦଳ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୁଖବୀର କହିଛନ୍ତି, ମୋଦି ଉପସ୍ଥିତ ଥାନ୍ତୁ କି ନ ଥାନ୍ତୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ପ୍ରତି ବୁଥରେ ମୋଦି, ମୋଦି ନାରା ଦେଉଛନ୍ତି। କିନ୍ତୁ ଆପଣମାନେ କେବେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି ବୋଲି କାର୍ଯ୍ୟକର୍ତ୍ତାଙ୍କୁ ପ୍ରଶ୍ନ କରିଛନ୍ତି ସୁଖବୀର। ଏହାଶୁଣି ଆକଳୀ ଦଳର ଜଣେ ନେତା ଉଠି ‘ସୁଖବୀର ସିଂହ ବାଦ ଜିନ୍ଦାବାଦ୍‌’ ନାରା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼ରେ ଲୁଚି ରହିଛି ଗୁଡ୍ଡୁ ମୁସଲିମ୍‌

ରାୟପୁର,୨୪।୪: ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍‌ଙ୍କୁ ଧରିବାକୁ ନେଇ ଉତ୍ତରପ୍ରଦେଶ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ ରାଜ୍ୟରେ ଖୋଜାଖୋଜି କରୁଛି। ଇତିମଧ୍ୟରେ...

କାହିଁକି କେବଳ କୋଭିଶିଲ୍ଡ ଟିକା ନେଉଛନ୍ତି ଟିମ୍‌ ଇଣ୍ଡିଆର ଖେଳାଳିମାନେ

ନୂଆଦିଲ୍ଲୀ,୧୧।୫ : ଗତ କିଛି ଦିନ ହେଲା ଭାରତୀୟ ଖେଳାଳିମାନେ କୋଭିଡ୍‌-୧୯ ଟିକା ନେଉଥିବା ଖବର ଆସୁଛି। ତେବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ପାଇଁ...

ଗୃହରେ ବିଶୃଙ୍ଖଳିତ ଆଚରଣ ଅକ୍ଷମଣୀୟ

ନୂଆଦିଲ୍ଲୀ, ୬।୭ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ ଏବଂ ବିଧାନସଭା ଭିତରେ ଆଇନ ପ୍ରଣେତାଙ୍କ ବିଶୃଙ୍ଖଳିତ ଆଚରଣକୁ କ୍ଷମା କରାଯାଇପାରିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗୃହ...

ମୁଁ ସର୍ବଦା କହୁଛି ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି: ଚାଇନାର ମ୍ୟାପ୍‌ ବିବାଦକୁ ନେଇ କହିଲେ ରାହୁଲ

ନୂଆଦିଲ୍ଲୀ,୩୦।୮: ଚାଇନା ସୋମବାର ଆନୁଷ୍ଠାନିକ ଭାବେ ଏହାର ‘ଷ୍ଟାଣ୍ଡାର୍ଡ ମ୍ୟାପ୍‌’ ୨୦୨୩ ସଂସ୍କରଣ ଜାରି କରିଛି। ଏଥିରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇକୁ ନିଜ ଭୂଖଣ୍ଡର...

ମୃତ ଶାବକର ଅନ୍ତିମ ସଂସ୍କାର କଲେ ହାତୀପଲ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୧୦।୬: ମଣିଷ ସମାଜରେ କାହାର ମୃତ୍ୟୁ ହେଲେ ପରମ୍ପରା ଅନୁସାରେ ଅନ୍ତିମ ସଂସ୍କାର କରାଯାଇଥାଏ। ତେବେ ପ୍ରାଣୀ ଜଗତରେ ଏଭଳି ହେବା ଶୁଣିଲେ ଯେ କେହି...

ଭାରତରେ ୧୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୩।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୮ହଜାର ୬୩୫ରେ ପହଞ୍ଚିଛି।...

ପରାଜୟ ପରେ କାର୍ଯ୍ୟକର୍ତ୍ତାଙ୍କୁ ବିଦା କଲେ ମାୟାବତୀ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ବିଏସ୍‌ପି ସୁପ୍ରିମୋ ମାୟାବତୀ ୬ ରାଜ୍ୟର ନିର୍ବାଚନ ସଂଯୋଜକ ଏବଂ ଦୁଇ ରାଜ୍ୟର ବିଏସ୍‌ପି ସଭାପତିଙ୍କୁ...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର...

Advertisement
Archives

Model This Week