Posted inଜାତୀୟ

ଭାଜପା ନେତାଙ୍କ ପରଲୋକକୁ ନେଇ ବିବାଦୀୟ ବୟାନ ଦେଲେ ସାଧ୍ୱୀ ପ୍ରଜ୍ଞା

ନୂଆଦିଲ୍ଲୀ,୨୬।୮: ନିଜର ବିବାଦୀୟ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଭୋପାଳର ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ଏବେ ପୁଣି ଏକ ବିବାଦୀୟ ବୟାନ ଦେଇଛନ୍ତି। ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌରଙ୍କ ଭୋପାଳଠାରେ ଆୟୋଜିତ ଏକ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବା ଅବସରରେ ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଜ୍ଞା କଂଗ୍ରେସ ଉପରେ ଆଣିଥିବା ଗମ୍ଭୀର ଅଭିଯୋଗକୁ ନେଇ ଏବେ ଚର୍ଚ୍ଚା ହେଉଛି। ପ୍ରଜ୍ଞା କହିଛନ୍ତି, କଂଗ୍ରେସ ‘ମାରକ ଶକ୍ତି’ ପ୍ରୟୋଗ କରୁଥିବାରୁ ଭାଜପା ନେତାଙ୍କର ମୃତ୍ୟୁ ହେଉଛି। ସୂଚନାଯୋଗ୍ୟ, ଚଳିତ ଅଗଷ୍ଟରେ ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଓ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌରଙ୍କ ପରଲୋକକୁ ନେଇ ପ୍ରଜ୍ଞା ଏମିତି ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri