ଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତ

ଦେବଗଡ଼,୩୦।୮(ଡି.ଏନ୍‌.ଏ.) : ଦେବଗଡ଼ ସହର ଦେଇଯାଇଥିବା ୪୯ ନଂ. ଜାତୀୟ ରାଜପଥ ଶୋଚନୀୟ ହୋଇପଡ଼ିଥିବାରୁ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ ପ୍ରଶାସନଙ୍କୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ତେଣୁ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରହୀଙ୍କ ନେତୃତ୍ୱରେ ଶୁକ୍ରବାର ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାତୀୟ ରାଜପଥ ଅବରୋଧ କରାଯାଇଛି। ମୁଖ୍ୟ ଟ୍ରାଫିକ ଛକରେ ଭାଜପା ନେତା ଓ କର୍ମୀମାନେ ବିଭିନ୍ନ ନାରାବାଜି ଦେଇ ଏହି ଅବରୋଧ କରିଛନ୍ତି। ଫଳରେ ଯାନନାହନ ଚଳାଚଳ ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା...

ସନାତନ ଧର୍ମ ସମ୍ମିଳନୀ ଉଦ୍‌ଘାଟନ ପୂର୍ବରୁ ମଣ୍ଡପ ଭୁଶୁଡ଼ିଲା

ରାଜନଗର, ୨୫ା୩(ଡି.ଏନ୍‌.ଏ.): ରାଜନଗର ବ୍ଲକ ଖମାରସାହିଠାରେ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ରାଜନଗର ଭକ୍ତଗୋଷ୍ଠୀ ପକ୍ଷରୁ ଆୟୋଜିତ ୫୩ତମ ରାଜ୍ୟସ୍ତରୀୟ ସନାତନ ଧର୍ମ...

ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ...

କଳିଙ୍ଗ ନୌବାଣିଜ୍ୟର ସ୍ମାରକୀ ଗୋପାଳପୁର ବନ୍ଦର

ବ୍ରହ୍ମପୁର ଅଫିସ,୮ା୧୧(ନରସିଂହ ସାହୁ): କଳିଙ୍ଗ ନୌବାଣିଜ୍ୟର ପ୍ରତୀକ ବା ସ୍ମାରକୀ ଗୋପାଳପୁର ବନ୍ଦର। ଶତାଧିକ ବର୍ଷର ଇତିହାସ ଅନୁସାରେ ଦକ୍ଷିଣ ଓଡ଼ିଶାର ସାଧବ ପୁଅମାନେ ବେପାର...

ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ...

ଝୁଲିଲା ରୁପା ଛାଉଣି ଡିଜାଇନ୍‌ ନିଷ୍ପତ୍ତି

ପୁରୀ ଅଫିସ, ୧୦।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଦ୍ୱାରଗୁଡ଼ିକର କବାଟକୁ ରୁପା ଛାଉଣି କରାଯିବ। ଏଥିପାଇଁ ଗଠିତ କମିଟିର ଦ୍ୱିତୀୟ ବୈଠକ ସୋମବାର...

ପାଞ୍ଚ ମହଲାରୁ ଡେଇଁପଡ଼ିଲେ ରୋଗୀ

ଢେଙ୍କାନାଳ ଅଫିସ, ୧୪ ।୮:  ବାପାଙ୍କ ମୃତ୍ୟୁ ପରେ ମାନସିକ ଚାପରେ ଥିଲେ। ଶନିବାର ହିତାହିତ ଜ୍ଞାନ ହରାଇ ବ୍ଲେଡ୍‌ରେ କାଟି ପକାଇଥିଲେ ହାତଗୋଡ଼। ଗୁରୁତର...

ପାଟଣାଗଡ଼ ଶିଶୁମନ୍ଦିରରେ ଯୋଗ ଦିବସ

ପାଟଣାଗଡ଼,(ଡି.ଏନ୍‌.ଏ.): ପାଟଣାଗଡ ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ଶିକ୍ଷକ ପ୍ରଦୀପ ସିଂ ବାବୁଙ୍କ ନେତୃତ୍ୱରେ ବିଦ୍ୟାଳୟର ୯୦୦ ଜଣ...

Advertisement
Archives

Model This Week