Posted inଜାତୀୟ

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭ ଆସନ ମଧ୍ୟରୁ ଭାଜପା ୩ଶହ ୨୯ରେ ଆଗୁଆ ରହିଛି। କଂଗ୍ରେସ ଶହେ ୬ ଏବଂ ଅନ୍ୟ ଦଳ ଶହେ ୨ ଆସନରେ ଆଗୁଆ ରହିଛନ୍ତି। ଦଳର ସଫଳତା ପାଇଁ ଭାଜପାକର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ହେଉଛି ବିଶ୍ୱର ଉଦୀୟମାନ ଶକ୍ତି: ଚାଇନା

ବେଜିଂ,୪।୪: ଭାରତକୁ ନେଇ ଚାଇନା ଏକ ବଡ ବୟାନ ଦେଇଛି। ମଙ୍ଗଳବାର ଚାଇନା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ମାଓ ନିଂଗ କହିଛନ୍ତି, ଭାରତ ବିଶ୍ୱର ଉଦୀୟମାନ...

ମାର୍ଚ୍ଚ ୨ରେ ହେବ ନିର୍ଭୟା ଦୋଷୀ ପବନଙ୍କ କ୍ୟୁରେଟିଭ୍‌ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୨୯।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ପବନ କୁମାରଙ୍କ କ୍ୟୁରେଟିଭ୍‌ ପିଟିଶନ୍‌ର ଶୁଣାଣି ମାର୍ଚ୍ଚ ୨ରେ କରାଯିବ। ୫ଜଣିଆ ଖଣ୍ଡପୀଠ ବନ୍ଦ କୋଠରୀରେ ଏହି ଆବେଦନର...

ଭାଜପା ହାତରୁ ଖସିପାରେ ମଣିପୁର

ଇମ୍ଫାଲ,୧୯ା୬ଭାଜପା ହାତରୁ ଖସିଯାଇପାରେ ମଣିପୁର। ଏହି ଉତ୍ତର-ପୂର୍ବ ରାଜ୍ୟରେ ଭାଜପା ନେତୃତ୍ୱାଧୀନ କ୍ଷମତାସୀନ ମେଣ୍ଟ ସରକାର ସଂଖ୍ୟାଲଘୁରେ ପରିଣତ ହେବା ପରେ ରାଜନୈତିକ ସଙ୍କଟ ଘନେଇବାରେ...

ସୁରକ୍ଷାକର୍ମୀଙ୍କୁ ସଫଳତା: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୧୨: ଜାମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା। ବୁଧବାର ସିଧରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା...

ଫେବୃଆରୀ-ମାର୍ଚ୍ଚରେ ୧୨ ରୁ ୧୪ ବର୍ଷର ଶିଶୁଙ୍କୁ ଟିକା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ଜାନୁୟାରୀ ୩ରୁ ୧୫ରୁ ୧୮ ବୟସ୍କ ପିଲାଙ୍କୁ ଟିକାଦାନ ଅଭିଯାନ...

ଏକ କୋଟି କରୋନା ଟେଷ୍ଟ କରାଇବାରେ ଭାରତର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ, ୩୦।୯: ସାରା ଦେଶରେ କରୋନା ଏହାର କାୟା ମେଲାଇ ସାରିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ...

ସୋମବାର ନାମାଙ୍କନ କରିବେ ଗେହଲଟ

ନୂଆଦିଲ୍ଲୀ,୨୧ା୯: କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ ହେବାକୁ ଯାଉଛି। ବରିଷ୍ଠ ନେତା ଶଶୀ ଥରୁରଙ୍କୁ ପ୍ରାର୍ଥୀ ହେବାରେ କୌଣସି ଆପତ୍ତି ନାହିଁ...

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ,...

Advertisement
Archives

Model This Week