Posted inଜାତୀୟ

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି। ଦିଲ୍ଲୀସ୍ଥିତ ଭାଜପାର ମୁଖ୍ୟାଳୟରେ ନରସିଂହ ଅନ୍ୟ ଜଣେ ଦଳୀୟ ସଦସ୍ୟ ଭୁପେନ୍ଦ୍ର ଯାଦବଙ୍କ ସହିତ ଏକ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ। ସମ୍ମିଳନୀରେ ଥିବା ଜଣେ ବ୍ୟକ୍ତି ମଞ୍ଚ ଉପରକୁ ଜୋତା ମାଡ଼ କରିଥିଲେ। ବ୍ୟକ୍ତି ଜଣଙ୍କୁ ଡାକ୍ତର ଶକ୍ତି ଭାର୍ଗବ ଭାବେ ଚିହ୍ନଟ କରାଯାଇଛି। ତାଙ୍କୁ ସୁରକ୍ଷାକର୍ମୀମାନେ କାବୁ କରି ପଚରାଉଚରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଭାରତର ଶକ୍ତି ଦେଖି ଥରିଲାଣି ପାକିସ୍ତାନ

ନୂଆଦିଲ୍ଲୀ,୧୨।୬: ଭାରତର ବର୍ଦ୍ଧିତ ସାମରିକ ଶକ୍ତି ଉପରେ ପାକିସ୍ତାନ ଅସ୍ବସ୍ତିର ସଙ୍କେତ ଦେଖାଉଛି। ପଡ଼ୋଶୀ ଦେଶ ଏତେ ବିଚଳିତ ଯେ ସେ ପରିସ୍ଥିତି ଉପରେ ଖୋଲାଖୋଲି ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri