Posted inଜାତୀୟ

ଭାଜପା ବିକ୍ଷୋଭକାରୀଙ୍କୁ ଠେଙ୍ଗା ଧରି ଗୋଡ଼ାଇଲେ କଂଗ୍ରେସକର୍ମୀ

ଭୋପାଳ,୧୬।୧୧: ରାଫାଲ ଯୁଦ୍ଧ ବିମାନ ପୁନର୍ବିଚାର ଆବେଦନ ଖାରଜ ହେବା ପରେ ମଧ୍ୟପ୍ରଦେଶ ଦେବାସରେ ଭାଜପା ବିକ୍ଷୋଭକାରୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ନାନା ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ କେତେକ କଂଗ୍ରେସକର୍ମୀ ସେମାନଙ୍କୁ ଠେଙ୍ଗାଧରି ଗୋଡ଼ାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ପୋଲିସ ଏହି ମାମଳାରେ ପକ୍ଷପାତ କରିଥିବା ଭାଜପା ବିକ୍ଷୋଭକାରୀ ଅଭିଯୋଗ ଆଣିଛନ୍ତି। ଏହି ମାମଲାର ତଦନ୍ତ ଜାରି ରହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା...

ସୀମାରେ ୩୦୦ରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ…

ଶ୍ରୀନଗର, ୧୪।୪ : ଜମ୍ମୁ-କଶ୍ମୀର ଉପତ୍ୟକାକୁ ଲାଗିଥିବା ଭାରତ ପାକିସ୍ତାନ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ ରହିଛନ୍ତି।...

ଭାଜପା ସମର୍ଥକଙ୍କୁ ଧମକ ଦେଲେ ଟିଏମ୍‌ସି ବିଧାୟକ: ଭିଡିଓ ଭାଇରାଲ

କୋଲକତା,୨୯।୩: ପଶ୍ଚିମବଙ୍ଗରେ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଳି ତୁଟିବାର ନାଁ ଧରୁନି। ବିଧାନସଭାରେ ବି ଭାଜପା ଏବଂ ତୃଣମୂଳ କଂଗ୍ରେସ ବିଧାୟକଙ୍କ ମଧ୍ୟରେ...

ଲାଞ୍ଚ ନ ଦେବାରୁ ଗରିବ ବିଧବାଙ୍କୁ କୋଟିପତି ଦର୍ଶାଗଲା

ଅଯୋଧ୍ୟା,୨।୮: ବିକାପୁର ତହସିଲର ତାରାଦେବୀ ଗରିବ ଓ ବିଧବା। ନିକଟରେ ସେ ତାଙ୍କ ପୁଅ ଅମିତର ପାଠପଢା ଓ ଛାତ୍ରବୃତ୍ତି ପାଇଁ ବାର୍ଷିକ ଆୟ ପ୍ରମାଣ...

ତିହାର ଜେଲରୁ ମିଳିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ଅପରାଧୀର ମୃତଦେହ

ନୂଆଦିଲ୍ଲୀ,୪।୮: ଦିଲ୍ଲୀର ତିହାର ଜେଲର ଏକ ସେଲରୁ ମିଳିଛି ଜଣେ ଗ୍ୟାଙ୍ଗଷ୍ଟରର ମୃତଦେହ। ବୁଧବାର ସକାଳେ ଜେଲର ୩ ନଂ ସେଲରେ ଅଙ୍କିତ ଗୁଜରଙ୍କ ମୃତଦେହ...

ମାର୍ଚ୍ଚରେ ୫୪ ଡିଗ୍ରୀ ଟପିଲା ତାପମାତ୍ରା

ଥିରୁଭାନନ୍ତପୁରମ୍‌,୧୦।୨: ମାର୍ଚ୍ଚ ମାସ ବର୍ତ୍ତମାନ ଆରମ୍ଭ ହୋଇଛି, ତଥାପି ଲୋକମାନେ ପ୍ରବଳ ଖରାର ସମ୍ମୁଖୀନ ହେଉଛନ୍ତି। ଦେଶର ଅନେକ ରାଜ୍ୟରେ ପ୍ରବଳ ତାପମାତ୍ରା ଏହାର ପୁରୁଣା...

ତ୍ୱରିତ ଆଣ୍ଟିବଡି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) କୋଭିଡ୍‌-୧୯ ତ୍ୱରିତ୍‌ ଆଣ୍ଟିବଡି ପରୀକ୍ଷାର ସଠିକତାକୁ ପୁନଃଯାଞ୍ଚ କରୁଛି। ସେଥିପାଇଁ ଏହି ରାପିଡ୍‌ ଆଣ୍ଟିବଡି ପରୀକ୍ଷା କିଟ୍‌ର...

ବ୍ୟାଣ୍ଡ୍‌ ବାଜା ସହିତ ବାଣ ଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଗ୍ରାମବାସୀ

ଅଜମେର,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ରାଜସ୍ଥାନ ଅଜମେର ଅଞ୍ଚଳରେ ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସ୍ଥାନୀୟ ବୋରାଜ୍‌ ଗାଁର...

Advertisement
Archives

Model This Week