Posted inଜାତୀୟ

ଭାଜପା ବିକ୍ଷୋଭକାରୀଙ୍କୁ ଠେଙ୍ଗା ଧରି ଗୋଡ଼ାଇଲେ କଂଗ୍ରେସକର୍ମୀ

ଭୋପାଳ,୧୬।୧୧: ରାଫାଲ ଯୁଦ୍ଧ ବିମାନ ପୁନର୍ବିଚାର ଆବେଦନ ଖାରଜ ହେବା ପରେ ମଧ୍ୟପ୍ରଦେଶ ଦେବାସରେ ଭାଜପା ବିକ୍ଷୋଭକାରୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ନାନା ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ କେତେକ କଂଗ୍ରେସକର୍ମୀ ସେମାନଙ୍କୁ ଠେଙ୍ଗାଧରି ଗୋଡ଼ାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ପୋଲିସ ଏହି ମାମଳାରେ ପକ୍ଷପାତ କରିଥିବା ଭାଜପା ବିକ୍ଷୋଭକାରୀ ଅଭିଯୋଗ ଆଣିଛନ୍ତି। ଏହି ମାମଲାର ତଦନ୍ତ ଜାରି ରହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ...

ଏଥର ପୂଜା ପାଇଲେ ସୁନା ଗଣେଶ

ମୁମ୍ବାଇ,୨।୯: ମହାରାଷ୍ଟ୍ରରେ ପ୍ରାୟ ୧୦ ଦିନ ଧରି ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ ବିଭିନ୍ନ ମଣ୍ଡପରେ ଗଣେଶଙ୍କର ଭିନ୍ନ ଭିନ୍ନ ରୂପ...

ସିଏଏ, ଏନ୍‌ଆର୍‌ସିକୁ ଭୟ କରନି: ଉଦ୍ଧବ

ନୂଆଦିଲ୍ଲୀ, ୨୨ା୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଭାଜପା ହାତ ଛାଡ଼ି ମହାରାଷ୍ଟ୍ରରେ...

୩୭୦ ଉଚ୍ଛେଦ ପରେ ପ୍ରଥମ କରି ମାର୍ଚ୍ଚରେ ଜମ୍ମୁ-କଶ୍ମୀରରେ ହେବ ନିର୍ବାଚନ

ଜମ୍ମୁ,୧୩।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ପ୍ରାୟ ୬ ମାସ ପରେ ପ୍ରଥମ କରି ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୫ରୁ...

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌....

ମୋଦି ଧ୍ୟାନ କରୁଥିବା ଗୁମ୍ଫାରେ ରହିବାକୁ ଚାହିଁଲେ ଗୋଟିଏ ରାତି ପାଇଁ ଦେବାକୁ ପଡିବ ୯୯୦ଟଙ୍କା

ଡେରାଡୁନ,୨୦।୫: ଗେରୁଆ ବସ୍ତ୍ରପିନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥର ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ ତାହା ଏବେ ବେଶ୍‌ ଚର୍ଚ୍ଚିତ। ଶନିବାର ଏହି ଫଟୋଟି ସୋସିଆଲ...

ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍‌

ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍‌, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍‌ ପିଲାଇ(ଭାରତନାଟ୍ୟମ୍‌)ଙ୍କୁ ସଂଗୀତ ନାଟକ ଏକାଡେମୀର...

ଡିବିଟିରେ ୩୬,୬୫୯ କୋଟି

ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍‌ଏମ୍‌ଏସ୍‌)ରେ...

Coronavirus Update

Archives

Model This Week

Why Dharitri