Posted inଜାତୀୟ

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ ଷ୍ଟିଲ ଜଗ୍‌ ଓ ପେପର କପ୍‌ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ ପାଇଁ କିଛି ସ୍ଥାନରେ ସ୍ବତନ୍ତ୍ର ପାଣି ମେଶିନ୍‌ର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ, ରବିବାର ଦଳ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ବେଳେ ସାପ୍ତାହିକ ଛୁଟି ରହିଥିବାରୁ ଏହି ନିୟମ ସୋମବାରଠାରୁ ଲାଗୁ କରାଯାଇଛି। ସମଗ୍ର ଦେଶରେ ଗୋଟିଏ ଥର ବ୍ୟବହୃତ ହେଉଥିବା ପ୍ଲାଷ୍ଟିକର ବ୍ୟବହାରକୁ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଜନା କରୁଥିବା ନେଇ ଦଳର ରାଷ୍ଟ୍ରିୟ ପ୍ରବକ୍ତା ବିଜୟ ସୋନକର ଶାସ୍ତ୍ରୀ କହିଛନ୍ତି। ଏଥିସହ ରାଷ୍ଟ୍ରୀୟ ସ୍ତରରେ ଏହାକୁ ଲାଗୁ କରିବା ପାଇଁ ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ ତଥା ଅକ୍ଟୋବର ୨ରୁ ଆରମ୍ଭ କରାଯିବାକୁ ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସସିଓ ସମ୍ମିଳନୀ: ମୋଦିଙ୍କ ଫଟୋକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ...

ଭିତରେ କରୋନା-ସୀମାରେ ଚାଇନା: ଭାରତ ଲଢୁଛି ଦୋହରା ଯୁଦ୍ଧ…

ଲଦାଖ, ୨୨।୪: ଭାରତ ଏବେ ଦୋହରା ଯୁଦ୍ଧ ଜାରି ରଖିଛି। ଦେଶ ଭିତରେ କରୋନା ସଂକ୍ରମଣ ସହିତ ଲଢ଼େଇ ହେଉଥିବାବେଳେ ପୂର୍ବ ଲଦାଖର ଭାରତ ସୀମାରେ...

‘ଜୟ ଶ୍ରୀରାମ’ ସ୍ଲୋଗାନ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି: ଅମର୍ତ୍ତ୍ୟ ସେନ୍‌

କୋଲକାତା,୬।୭: ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ଶୁକ୍ରବାର କହିଛନ୍ତି, ଏବେ ‘ଜୟ ଶ୍ରୀରାମ’ ସ୍ଲୋଗାନ କେବଳ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି।...

ପଶ୍ଚିମବଙ୍ଗ ସ୍ଥିତି ଜମ୍ମୁ-କଶ୍ମୀରଠାରୁ ବି ଖରାପ: ଭାଜପା

କୋଲକାତା,୧୫।୧୨: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଜାରି ରହିଛି। ଇତିମଧ୍ୟରେ ରାଜ୍ୟରେ ହିଂସା ଯୋଗୁ କେତେକ ଭାଜପା ନେତାଙ୍କୁ ହତ୍ୟା କରାଯିବା ସହିତ କିଛି ନେତାଙ୍କ ଉପରେ...

କର୍ନାଟକ ରାଜନୀତି:ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥାପ୍ରସ୍ତାବ ଆଣିଲା ଭାଜପା

ବେଙ୍ଗାଲୁରୁ,୧୫।୭: କର୍ନାଟକ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି ଭାଜପା। ସୋମବାର ବାଚସ୍ପତି ରମେଶ କୁମାରଙ୍କୁ ଭେଟି ବିରୋଧୀ ଦଳ ଏହି ପ୍ରସ୍ତାବ...

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମୃତଦେହକୁ ନେଇ ବାହାରିଲା ଶୋଭାଯାତ୍ରା !

କାନପୁର,୧୮।୬: ଉତ୍ତର ପ୍ରଦେଶର କାନପୁରରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମୃତଦେହର ଏକ ପୁତ୍ତଳିକାକୁ ନେଇ କେତେଜଣ ଲୋକ ଶୋଭାଯାତ୍ରାରେ ସଂସ୍କାର କରିବାକୁ ବାହାରି ଥିବା...

କର୍ନାଟକରେ ଖୁବ୍‌ଶୀଘ୍ର ହେବ ନିର୍ବାଚନ: କୁମାରସ୍ବାମୀ

ବେଙ୍ଗାଲୁରୁ,୪।୮: କର୍ନାଟକରେ ଭାଜପା ଶାସନ କ୍ଷମତା ହାତକୁ ନେଇଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି କୁମାରସ୍ବାମୀ କହିଛନ୍ତି କର୍ନାଟକରେ ଭାଜପା...

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୭ ମୃତ

ଡେରାଡୁନ, ୩୧।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଶିଳାଖଣ୍ଡ ଖସି ସେମାନଙ୍କ...

Advertisement
Archives

Model This Week