Posted inଜାତୀୟ

ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଆସିଲା ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଛି। ଶେଷ ଦର୍ଶନ ପାଇଁ ରବିବାର ସକାଳେ ତାଙ୍କ ପାର୍ଥିବ ଶରୀରକୁ ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଉଛି। ଏହାପରେ ଅପରାହ୍ନରେ ନିଗମବୋଧ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି କାଯାଇଥିଲା। ହେଲେ ତାଙ୍କ ସ୍ବାସ୍ଥ୍ୟରେ ଦିନକୁ ଦିନ ଅବନତି ଘଟିବା ସହ ଶନିବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। କିଛି ମାସ ପୂର୍ବେ ସେ ବିଦେଶରେ କ୍ୟାନସରର ମଧ୍ୟ ଚିକିତ୍ସା କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri