Posted inଜାତୀୟ

ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୁଷ୍ଟ ନ ଥିବା ସୂଚନା ଦେଇଛନ୍ତି। ତେଣୁ ଭାଜପା ସଦସ୍ୟଙ୍କ ଉପସ୍ଥାନ ସଂସଦରେ ଅଧିକ ରହିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ସେହିପରି ସଂସଦରେ ଭାଜପା ସଦସ୍ୟ ନିଜ ନିଜ ଭାଷା ଉପରେ ସଞ୍ଜମତା ରଖିବା ଆବଶ୍ୟକ। ଏହା ଦ୍ୱାରା ସଂସଦର ଗାରିମା ବଜାୟ ରହିବ। ଅନ୍ୟ ଦଳ ସଦସ୍ୟଙ୍କ ପରି ଭାଜପା ସଦସ୍ୟମାନଙ୍କ ବ୍ୟବହାର ହେବା ଅନୁଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍‌ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ

ମୁମ୍ବାଇ,୨୫ା୧୧: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ରବିବାର ଏନ୍‌ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର...

‘ଦେଶରେ କେବଳ ପ୍ରଧାନମନ୍ତ୍ରୀ, ଅରବପତି ବ୍ୟବସାୟୀଙ୍କୁ ଛାଡି କେହି ସୁରକ୍ଷିତ ନାହାନ୍ତି’

ବାରାଣସୀ,୧୦।୧୦: ଉତ୍ତର ପ୍ରଦେଶର ବାରାଣସୀରେ ଆୟୋଜିତ କିସାନ ନ୍ୟାୟ ସମାବେଶରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ର ତଥା ରାଜ୍ୟରେ ଭାଜପା ସରକାରଙ୍କୁ ଟାର୍ଗେଟ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ...

ରତୁଲ୍‌ଙ୍କ ୨୫୪ କୋଟିି ଟଙ୍କାର ସମ୍ପତ୍ତି ଜବତ କଲା ଆୟକର ବିଭାଗ

ନୂଆଦିଲ୍ଲୀ,୩୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ୍‌ ପୁରୀଙ୍କ ୨୫୪ ଟଙ୍କାର ସମ୍ପତ୍ତି ଆୟକର ବିଭାଗ ପକ୍ଷରୁ ଜବତ କରାଯାଇଛି। ରାଜୀବ ସାକ୍ସସେନାଙ୍କ ସହଯୋଗରେ ଏଫଡିଆ...

ରକ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହିଳା ଶୁଟର: ନିର୍ଭୟା ଦୋଷୀଙ୍କୁ ନିଜ ହାତରେ ଫାଶୀଦେବାକୁ ମାଗିଲେ ଅନୁମତି

ନୂଆଦିଲ୍ଲୀ,୧୫।୧୨: ଅନ୍ତରାଷ୍ଟ୍ରୀୟ ମହିଳା ଶୁଟର ବର୍ତ୍ତିକା ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରକ୍ତରେ ଏକ ଚିଠି ଲେଖିଛନ୍ତି। ନିର୍ଭୟା ମାମଲାର ଦୋଷୀଙ୍କୁ ମହିଳାଙ୍କ ହାତରେ...

ଲକ୍‌ଡାଉନରେ କୌଣସି କୋହଳ କରାଯିବନି: କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସ୍ଥିତି ବର୍ତ୍ତମାନ ଯାହା ରହିଛି ତାକୁ ନଜରରେ ରଖି ଆସନ୍ତା ସପ୍ତାହ ମଧ୍ୟରେ ଲକ୍‌ଡାଉନରେ କୌଣସି କୋହଳ କରାଯିବ...

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌...

ଲକ୍‌ ଡାଉନରେ ପ୍ରତି ଘଣ୍ଟାରେ ୯୦ କୋଟି ଟଙ୍କା ରୋଜଗାର କରିଥିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ, ୨୯।୯: ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପ୍ରତି ଘଣ୍ଟାର ରୋଜଗାର ବିଷୟରେ ଜାଣିଲେ ଆପଣଙ୍କ ହୋସ୍‌ ଉଡ଼ିଯିବ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ...

Advertisement
Archives

Model This Week