Posted inଜାତୀୟ

ଭାଜପା ସପକ୍ଷରେ ପ୍ରଚାର କଲେ ପ୍ରବାସୀ ଭାରତୀୟ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନକୁ ଦେଖି ପ୍ରାୟ ୧୭ଶହ ପ୍ରବାସୀ ଭାରତୀୟ ଭାଜପା ସପକ୍ଷରେ ଘର ଘର ବୁଲି ପ୍ରଚାର କରିଥିବା ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ଯନ୍ତ୍ରୀ, ବ୍ୟବସାୟୀ ଓ ଆଇଟି ପ୍ରଫେସନାଲ। ମୋଦିଙ୍କୁ ଆଉଥରେ ଶାସନ କ୍ଷମତା ଦେବାକୁ ଏମାନଙ୍କର ଲକ୍ଷ୍ୟ ରହିଥିବା ସେମାନେ ପ୍ରକାଶ କରିଛନ୍ତି। ଏହି ପ୍ରବାସୀଙ୍କ ମଧ୍ୟରେ ଗୁଜରାଟର କେବଳ ୨୫୦ ଜଣ ପ୍ରବାସୀ ରହିଥିବା ସୂଚନା ମିଳିଛି। ଏମାନେ ଅଷ୍ଟ୍ରେଲିଆରେ ମଧ୍ୟ ବାଇକ୍‌ ରାଲି କରି ସିଡ୍‌ନୀ ଅପେରା ହାଉସ୍‌, ମେଲବୋର୍ନ କ୍ରିକେଟ ଷ୍ଟାଡିୟମ ଆଦି ବୁଲି ପ୍ରଚାର କରିବେ ବୋଲି କହିଛନ୍ତି। କାରଣ ମୋଦିଙ୍କ ଶାସନ କାଳରେ ହିଁ ଭାରତ ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି କରିଛି ବୋଲି ସେମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ହିଁ କରନ୍ତୁ ଗ୍ୟାସ୍‌ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ…

ଲକ୍ଷେ ଦେଇ ସ୍ତ୍ରୀକୁ ମାରିବାକୁ ସୁପାରୀ, ୩ଥର ବିଷ ଦେଇ ମାରିବାକୁ ଚେଷ୍ଟା କରିବା ପରେ…

ମୁମ୍ବାଇ,୧୦ା୩: ମହାରାଷ୍ଟ୍ରର ବୁଲଧାନା ଜିଲାରୁ ଏକ ଘଟଣା ସାମ୍ନାକୁ ଆସିଛି ଯାହା ସ୍ୱାମୀ-ସ୍ତ୍ରୀଙ୍କ ପବିତ୍ର ସମ୍ପର୍କକୁ ଲଜ୍ଜିତ କରିଛି । ଜଣେ ଶିକ୍ଷକ ସ୍ୱାମୀ ତାଙ୍କ ନିଜ…

ଦେଶରେ ହେବନାହିଁ ଗ୍ୟାସର ଅଭାବ, ସରକାର ଲାଗୁକଲେ ECA, ଜାଣନ୍ତୁ କ’ଣ ଏହି ବ୍ରହ୍ମାସ୍ତ୍ର

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଯୁଦ୍ଧ ଭାରତର ରୋଷେଇ ଘରର ଦ୍ୱାର ଠକ ଠକ କରୁଛି। ହର୍ମୁଜ ପ୍ରଣାଳୀ ବନ୍ଦ ହୋଇଯାଇଛି, ଏଲପିଜି ଟ୍ୟାଙ୍କର୍‌ ଫସି ରହିଛି, ଏବଂ…

ଲାଗୁ ହେଲା ESMA, ହେଲେ କାହିଁକି କେନ୍ଦ୍ର ସରକାର ନେଲେ ଏତେବଡ଼ ନିଷ୍ପତ୍ତି? କ’ଣ ଏହି ESMA

ନୂଆଦିଲ୍ଲୀ,୧୦।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ପାକିସ୍ତାନ ଏବଂ ବାଂଲାଦେଶ ସମେତ ବିଶ୍ୱର…

ମୋମୋ ଖାଇ ଭାଇ-ଭଉଣୀଙ୍କ ମୃତ୍ୟୁ! ମୃତଦେହ ନୀଳ…

ନୂଆଦିଲ୍ଲୀ,୧୦।୩: ପଞ୍ଜାବର ତରନ ତାରନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରବିବାର ସକାଳେ ସନ୍ଦେହଜନକ ପରିସ୍ଥିତିରେ ଦୁଇ ପିଲାଙ୍କର ମୃତଦେହ ଉଦ୍ଧାର କରାଯାଇଛି ।…

ମିଳୁନି ଗ୍ୟାସ, ବନ୍ଦ ହେଲା ଶ୍ମଶାନ ଘାଟ! ଯୁଦ୍ଧକୁ ନେଇ ଉପୁଜିଲାଣି ଭୟଙ୍କର ପରିସ୍ଥିତି

ବେଙ୍ଗାଲୁରୁ,୧୦।୩: ହଠାତ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ଅଭାବ ସମଗ୍ର ଆତିଥ୍ୟ କ୍ଷେତ୍ରରେ ଚିନ୍ତା ସୃଷ୍ଟି କରିଛି। ମହାରାଷ୍ଟ୍ର ଏବଂ କର୍ନାଟକର ରେଷ୍ଟୁରାଣ୍ଟ ସଂଘଗୁଡ଼ିକ ଚେତାବନୀ ଦେଇଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri