ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ ଦେଖନ୍ତୁ। ସେ କିଭଳି ଆସୁଛନ୍ତି। ତେବେ ନବୀନ କ’ଣ ସେଭଳି ବସିଛନ୍ତି କି ପ୍ରଶ୍ନରେ ସେ ଉତ୍ତର ଦେଇ କହିଛନ୍ତି, ତାଙ୍କର ଦିଲ୍ଲୀ ଯିବା ଉଦ୍ଦେଶ୍ୟ କ’ଣ କି। ୧୬ ହଜାର କୋଟି ଟଙ୍କା ମିଳିଲା। ଏହା କ’ଣ। ପିଣ୍ଡାରେ ବସିଲେ ସିନା ଦିଆଯିବ। କ’ଣ ଖାଲିଟାରେ ମିଳିବ କି’ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୯ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ। ଏନ୍‌ଆର୍‌ସି ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ ଫୋରମର ପ୍ରଥମ ଇନୋଭେଶନ ହବ୍‌

ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍‌ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍‌ ଆଇଟି ପାର୍କଠାରେ ଟିଏମ୍‌ ଫୋରମ୍‌ର ପ୍ରଥମ ଇନୋଭେଶନ ହବ୍‌...

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି।...

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ...

ବାତ୍ୟା: ୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୩।୧୨(ଅନିଲ ଦାସ)ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ଶନିବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି....

ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ

ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ...

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ...

ଉଦ୍‌ଘାଟନ ସରିଛି, କାର୍ଯ୍ୟକାରୀ ହେଉନି

ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ...

ପ୍ରକଳ୍ପ ଅଛି, ମିଳୁନି ପାଣି: ବସୁଧା ଯୋଜନାରୁ ଗ୍ରାମବାସୀ ବଞ୍ଚିତ

କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri