ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ ଦେଖନ୍ତୁ। ସେ କିଭଳି ଆସୁଛନ୍ତି। ତେବେ ନବୀନ କ’ଣ ସେଭଳି ବସିଛନ୍ତି କି ପ୍ରଶ୍ନରେ ସେ ଉତ୍ତର ଦେଇ କହିଛନ୍ତି, ତାଙ୍କର ଦିଲ୍ଲୀ ଯିବା ଉଦ୍ଦେଶ୍ୟ କ’ଣ କି। ୧୬ ହଜାର କୋଟି ଟଙ୍କା ମିଳିଲା। ଏହା କ’ଣ। ପିଣ୍ଡାରେ ବସିଲେ ସିନା ଦିଆଯିବ। କ’ଣ ଖାଲିଟାରେ ମିଳିବ କି’ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୯ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ। ଏନ୍‌ଆର୍‌ସି ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ...

ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍‌ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି...

ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା: ପ୍ରତିଶ୍ରୁତି ପରେ ହଟିଲା ରାସ୍ତା ଅବରୋଧ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର...

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି...

କୋଉଠୁ ଆସିଲା ଅଢ଼େଇ ଲକ୍ଷ ଟଙ୍କା ଉତ୍ତର ଦେଇ ନ ପାରିବାରୁ ଗିରଫ ହେଲେ ତହସିଲ୍‌ଦାର

ବାରିପଦା ଅଫିସ/ବାଲେଶ୍ୱର ଅଫିସ,୨୬ା୩- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ତହସିଲଦାର ଅଭିମନ୍ୟୁ ପଣ୍ଡା ଭିଜିଲାନ୍ସ ଜାଲରେ ପଡ଼ି ଗିରଫ ହୋଇଛନ୍ତି। ତାଙ୍କ ଠାରୁ ୨ଲକ୍ଷ ୫୬ ହଜାର...

କୋଭିଡ୍‌ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ

ଛତ୍ରପୁର, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ...

ରାଜଧାନୀ ରାଜରାସ୍ତାରେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ବିଧା, ଗୋଇଠା ମାରିଲେ ଏକାଧିକ ଯୁବକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମହିଳା ଅସୁରକ୍ଷିତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ରାଜଧାନୀ ରାଜରାସ୍ତାରେ। ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ବୁଧବାର ସବିତା...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

Advertisement
Archives

Model This Week