Posted inଜାତୀୟ

ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ। ୩୦ ତାରିଖ ଭିତରେ ଏହି ଆସ୍ଥା ଭୋଟ ହେବାର ସମ୍ଭାବନା ରହିଛି। ଅଜିତଙ୍କ ସମର୍ଥନ ଏନସିପିର ସମର୍ଥନ ନୁହେଁ ବୋଲି ସୁପ୍ରିମୋ ଶରଦ ପାୱାର କହିସାରିଛନ୍ତି। ଏବେ ଅଜିତ ଏବଂ ଶରତ ପାଓ୍ବାରଙ୍କ ମଧ୍ୟରେ ଟୁଇଟ୍‌ ଲଢେଇ ଚାଲିଛି। ଅଜିତ ପାୱାର ରବିବାର ସନ୍ଧ୍ୟାରେ ସବୁକିଛି ଠିକ ଠାକ ଅଛି। ଧୈର୍ଯ୍ୟ ରଖିବାର ଆବଶ୍ୟକ ରହିଛି। ଭାଜପା-ଏନସିପି ମେଣ୍ଟ ମହାରାଷ୍ଟ୍ରରେ ଏକ ସ୍ଥିର ସରକାର ଦେଇପାରିବ ବୋଲି ଟୁଇଟ କରି କହିଛନ୍ତି। ଏହାର ଜବାବରେ ଶରଦ କହିଛନ୍ତି, ଭାଜପା ସହ ମେଣ୍ଟ କରିବାର କୌଣସି ପ୍ରଶ୍ନ ଉଠୁନି। ଏନସିପି ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନେଇସାରିଛି ଶିବସେନା ଏବଂ କଂଗ୍ରେସ ସହ ମିଶି ସରକାର ଗଠନ କରାଯିବ। ଅଜିତ ପାୱାରଙ୍କ ମନ୍ତବ୍ୟ ମିଛ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ,...

ବାମପନ୍ଥୀ-ଚରମପନ୍ଥୀଙ୍କୁ ସୁରକ୍ଷା ଦେବାକୁ କରାଯାଉଛି କି କୋର୍ଟର ବ୍ୟବହାର, ଏସ୍‌ସିଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୧୪।୭ : ମାଓବାଦୀ ବିରୋଧୀ ଅପରେଶନ ସମୟରେ ଛତିଶଗଡରେ ଆଦିବାସୀଙ୍କ ହତ୍ୟା ଘଟଣାର ନ୍ୟାୟିକ ତଦନ୍ତ ପାଇଁ ସୁପ୍ରିମକୋର୍ଟ(ଏସ୍‌ସି) ଏକ ୧୩ ବର୍ଷ ପୁରୁଣା ଆବେଦନକୁ...

ଉତ୍ତରାଖଣ୍ଡ, ଗୋଆରେ ଭୋଟ ଶେଷ

ନୂଆଦିଲ୍ଲୀ,୧୫।୨:କୋଭିଡ୍‌ କଟକଣା ଓ କଡ଼ା ସୁରକ୍ଷା ବନ୍ଦୋବସ୍ତ ମଧ୍ୟରେ ସୋମବାର ଉତ୍ତରାଖଣ୍ଡ ବିଧାନସଭାର ୭୦ ଓ ଗୋଆର ୪୦ ଆସନରେ ନିର୍ବାଚନ ଶେଷ ହୋଇଛି। ଏହି...

ଏହି ଅଣ୍ଡର ଓ୍ବାଟର ସୁଡ଼ଙ୍ଗ ସାହାଯ୍ୟରେ ଚାଇନାକୁ ପାନେ ଦେବ ଭାରତ

ନୂଆଦିଲ୍ଲୀ,୨୭ା୭: ବ୍ରହ୍ମପୁତ୍ର ନଦୀରେ ଆସୁଥିବା ବନ୍ୟା ଚାଇନାର ପ୍ରତ୍ୟେକ ଷଡ଼ଯନ୍ତ୍ରକୁ ଶକ୍ତି ପ୍ରଦାନ କରିଥାଏ ଏବଂ ଆମର ସମସ୍ତ ପ୍ରସ୍ତୁତିକୁ ପଛରେ ପକାଇଥାଏ। ଏଥିପାଇଁ ଅରୁଣାଚଳ...

କଂଗ୍ରେସକୁ ସାମଗ୍ରିକ ନେତୃତ୍ୱ ଲୋଡ଼ା

ନୂଆଦିଲ୍ଲୀ,୧୭ା୩: କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ଏକ ସାମଗ୍ରିକ ଓ ସାମୂହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ ବୋଲି ବୁଧବାର ଜି-୨୩ ନେତାମାନେ ମତ ପ୍ରକାଶ...

ଦିଲ୍ଲୀର ନାମ ବଦଳାଇ ଇନ୍ଦ୍ରପ୍ରସ୍ଥ ରଖିଲେ ବଦଳିବ ମୌସୁମୀ, ହେବ ବର୍ଷା: ସ୍ୱାମୀ ଚକ୍ରପାଣି ମହାରାଜ

ନୂଆଦିଲ୍ଲୀ,୨୯ ।୪: ଗୋଟିଏ ପଟେ ଅସହ୍ୟ ଗରମରେ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ବେଳେ ବେଳକୁ ବେଳ ତାତି...

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି...

ଶଗଡ଼ ଦୌଡ଼କୁ ଅନୁମତି…

ନୂଆଦିଲ୍ଲୀ, ୧୬।୧୨: ସୁପ୍ରିମ୍‌କୋର୍ଟ ଗୁରୁବାର ମହାରାଷ୍ଟ୍ରରେ ଶଗଡ଼ ଦୌଡ଼କୁ ଅନୁମତି ଦେଇଛନ୍ତି। ଏହାକୁ ପ୍ରାଣୀ କ୍ରୁରତା ନିବାରଣ ଅଧିନିୟମ ଅନ୍ତର୍ଗତ ବନ୍ଦ କରାଯାଇଥିଲା। ବିଚରାରପତି ଏ.ଏମ୍‌.ଖାନଓ୍ବିଲକର...

Advertisement
Archives

Model This Week