ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଭାଣିଜୀ ମାମୁଙ୍କୁ କାଠଫାଳିଆରେ ଆକ୍ରମଣ କରିଥିଲେ। ତେଲି ଚିତ୍କାର କରିବାରୁ ପରିବାର ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ମାମଲା ରୁଜୁ କରିବା ସହ ଭାଣିଜୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ...

‘ମାଓବାଦୀ ସଙ୍ଗଠନରେ ଯୋଗଦେଉନାହାନ୍ତି ଯୁବଗୋଷ୍ଠୀ’

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଓଡ଼ିଶାର ମାଓବାଦୀ ପ୍ରଭାବିତ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରୁ ବହୁ ପ୍ରତୀକ୍ଷିତ ବୋଟ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ...

ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍‌ଘାଟିତ

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ,...

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଏବଂ ୨ ବିଇଓଙ୍କୁ ଚାକିରିରୁ ବିଦା କରାଯାଇଛି। ଏ...

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର...

ଦିବ୍ୟାଙ୍ଗ ପୁଷ୍ପାଞ୍ଜଳିକେ ଘାରୁଛେ ପାଠ୍‌ପଢ଼ା ଚିନ୍‌ତା:ସ୍କୁଲ ଯିବାରେ ଭଂଗା ଟ୍ରାଇସାଇକେଲ ବାଧକ୍‌

ଲୋଇସିଂହା,୧୨।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସଦରର ପୁଷ୍ପାଞ୍ଜଳି ବେହେରା(୧୬)। ସେ ଜନ୍‌ମୁ ଦିବ୍ୟାଙ୍ଗ, ଚାଲବୁଲ କରି ନାଇଁପାରବାର। ଏହେଦେ ସେ ଥାନୀୟ ବାଳିକା ହାଇସ୍କୁଲରେ ନବମ...

୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: ୧୧୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ରାଜ୍ୟରେ ଆଉ ୯ଜଣ ଅଧିକାରୀଙ୍କୁ ଶୁକ୍ରବାର ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୭ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଥିବା ବେଳେ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ...

Advertisement
Archives

Model This Week