ଭାତୁଡ଼ି ଥିଲେ ଆପଣାନ୍ତୁ ଏହି ଉପାୟ, ମିଳିବ ମୁକ୍ତି

ଶରୀରରେ ଭାତୁଡ଼ି ହେଉଥିଲେ ବିନା ଅସ୍ତ୍ରୋପଚାରରେ ମଥି ଦୂର ଏହାକୁ କରିହେବ। କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ।
ରସୁଣ: ରସୁଣର କିଛି ପାଖୁଡ଼ା ଛଡ଼ାଇ ଏହାର ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଘଷନ୍ତୁ। ଏପରି କିଛି ସପ୍ତାହ କରନ୍ତୁ।

ଲେମ୍ବୁରସ: ଭାତୁଡ଼ି ହୋଇଥିବା ସ୍ଥାନରେ ଲେମ୍ବୁରସ ଲଗାଇଲେ ଲାଭଦାୟକ ହୋଇଥାଏ।

ଆଳୁରସ: ଭାତୁଡ଼ି ହଟାଇବା ପାଇଁ ଆଳୁରସ ଏକ ଭରିନେବାକ ବିକଳ୍ପ। ରାତିସାରା ଆଳୁରସକୁ ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାଇ ଶୁଅନ୍ତୁ।
ସକାଳୁ ଉଠି ଭଥି, ଭାବରେ ଧୋଇଦିଅନ୍ତୁ।

ବେକିଂ ସୋଡ଼ା: ତ୍ୱଚା ସମସ୍ୟା ଲାଗି ବେକିଂ ସୋଡ଼ା ବ୍ୟବହାର ସବୁଠୁ ଭଲ। ଜଡ଼ାତେଲରେ ବେକିଂ ସୋଡ଼ା ମିଶାଇ ଏଣ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାନ୍ତୁ। ଏପରି ଲଗାତର କିଛିଦିନ କରନ୍ତୁ। ଦେଖିବେ କିଛିଦିନ ମଧ୍ୟରେ ଏହି ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri