ଭାରତକୁ ଧମକ ଦେଲେ ଇମ୍ରାନ: ଏବେ ଆମେ ଚୁପ୍‌ ବସିବୁ ନାହିଁ

ଇସଲାମାବାଦ,୧୯।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତକୁ ଧମକ ଦେଇଛନ୍ତି। ରବିବାର ଇମ୍ରାନ ଟୁଇଟ୍‌ କରି କହିଛନ୍ତି, ମୁଁ ଭାରତ ଏବଂ ବିଶ୍ୱସମୁଦାୟକୁ ସ୍ପଷ୍ଟ ଭାବରେ କହିବାକୁ ଚାହୁଁଛିି, ଏଲଓସିରେ ଭାରତ ଆକ୍ରମଣ ଜାରି ରଖିଲେ ପାକିସ୍ତାନ ଚୁପ ବସିବ ନାହିଁ। ଆଉ ଏକ ଟୁଇଟ କରି ଇମ୍ରାନ ଖାନ ଲେଖିଛନ୍ତି, ଏଲଓସିରେ ଭାରତ ଲଗାତାର ଅସ୍ତ୍ରବିରତି ନିୟମ ଉଲ୍ଲଂଘନ କରୁଛି ଏବଂ ସ୍ଥାନୀୟ ଲୋକଙ୍କୁ ଟାର୍ଗେଟ କରୁଛି। ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ ଏହି ମାମଲାକୁ ଗମ୍ଭୀରତାର ସହ ନେଇ ହସ୍ତକ୍ଷେପ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏଲଓସିରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ନିୟମ ଉଲ୍ଲଂଘନ କରୁଥିବା ବେଳେ ଭାରତ କଡା ଜବାବ ଦେଉଛି। ଏଥିରେ ବ୍ୟତିବ୍ୟସ୍ତ ହୋଇପଡି ଇମ୍ରାନ ଏଭଳି ମନ୍ତବ୍ୟ ଦେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିରିୟାକୁ ରାସାୟନିକ ଅସ୍ତ୍ର ଯୋଗାଇବା ଅଭଯୋଗରେ ଜଣେ ଗିରଫ

ପ୍ୟାରିସ,୨୮ ।୧୨: ଫ୍ରାନ୍ସର ଯାଞ୍ଚ ଏଜେନ୍ସି ସୋମବାର ସୂଚନା ଦେଇଛି କି ସିରିୟାର ଅଧିକାରୀଙ୍କୁ ରାସାୟନିକ ଅସ୍ତ୍ରରେ ବ୍ୟବହାର କରାଯାଉଥିବା ସାମଗ୍ରୀକୁ ଯୋଗାଇ ଦେବା ସନ୍ଦେହ...

ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!

ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି ।...

ମେକ୍ସିକୋରେ ଘରୁ ନ ବାହାରିବାକୁ ଲୋକଙ୍କୁ ଚେତାବନୀ

ମେକ୍ସିକୋ ସିଟି,୧୫।୫: ମେକ୍ସିକୋରେ ପରିବେଶୀୟ ଜରୁରୀ କାଳୀନ ପରିସ୍ଥିତି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ...

ଇସ୍ତଫା ଘୋଷଣା କରି ସମସ୍ତଙ୍କୁ ଚମକାଇଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ

ୱେଲିଂଟନ,୧୯ ।୧: ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ର ଜେସିଣ୍ଡା ଅର୍ଡନ ଏମିତି ଏକ ଘୋଷଣା କରିଛନ୍ତି ଯାହା ସମସ୍ତଙ୍କୁ ଚମକାଇ ଦେଇଛି । ସେ ତାଙ୍କ ପଦରୁ ଇସ୍ତଫା...

ଇସ୍ତଫା ଦେଲେ ସିଇବି ମୁଖ୍ୟ

କଲମ୍ବୋ, ୧୪ା୬: ଶ୍ରୀଲଙ୍କାରେ ଏକ ବିଦ୍ୟୁତ୍‌ ପ୍ରକଳ୍ପ ପ୍ରତିଷ୍ଠା ଦାୟିତ୍ୱ ଆଦାନୀ ଗ୍ରୁପ୍‌କୁ ଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାପ ପକାଇଥିଲେ ବୋଲି...

ବିଳିବିଳାଉଛନ୍ତି ଟ୍ରମ୍ପ!

ୱାଶିଂଟନ,୧୬ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଚୁଡାନ୍ତ ଫଳାଫଳ ଏପର୍ଯ୍ୟନ୍ତ ଆସି ନ ଥିବା ବେଳେ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଜୋ ବାଇଡେନ ବହୁମତର ସଂଖ୍ୟା...

ସୁଧୁରିପାରେ ଜଳବାୟୁ ପରିବର୍ତ୍ତନ ସଙ୍କଟ

ଓ୍ବାଶିଂଟନ,୧୪ା୬: କରୋନା ମହାମାରୀ ସଂକ୍ରମଣକୁ ହ୍ରାସ କରିବା ଲାଗି ବିଶ୍ୱବ୍ୟାପୀ ଲକ୍‌ଡାଉନ ବେଳେ ଏହାର ସୁଫଳ ପରିବେଶ ଉପରେ ପଡ଼ିଥିଲା। ଆମର କାର୍ଯ୍ୟ ହିଁ ଆଗାମୀ...

ଧୂମପାନ ନ କଲେ ବି ଫୁସ୍‌ଫୁସ୍‌ କର୍କଟ ଆଶଙ୍କା

ଲଣ୍ଡନ: ବିଶ୍ୱରେ ବାୟୁ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବୃଦ୍ଧି ପାଉଛି। ଦୂଷିତ ବାୟୁ କାରଣରୁ ମନୁଷ୍ୟ ଶରୀରରେ ବିଭିନ୍ନ ପ୍ରକାର ଅଜଣା ରୋଗ କାୟା...

Advertisement
Archives

Model This Week