Posted inଖେଳ

ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍‌ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ

ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ ପିତା ଲାଲା ଅମରନାଥ ମଧ୍ୟ ଜଣେ ଲୋକପ୍ରିୟ କ୍ରିକେଟର୍‌ ଥିଲେ। ତାଙ୍କ ପିଢିକୁ ଆଗକୁ ବଢାଇବା ପାଇଁ ପ୍ରତିଶ୍ରୁତିବଦ୍ଧ ଥିଲେ ମହିନ୍ଦର। ତାଙ୍କ ଯୋଗୁ ଭାରତ ୧୯୮୩ରେ ପ୍ରଥମଥର ପାଇଁ ବିଶ୍ୱ ଚାମ୍ପିୟନ୍‌ ହେବାର ସ୍ବାଦ ଚାଖିପାରିଥିଲା। ସେ ବିଶ୍ୱକପ୍‌ ଫାଇନାଲରେ ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଥିଲେ। ସେ ଭାରତ ପାଇଁ ୬୯ଟି ଟେଷ୍ଟ ଖେଳି ୪୩୭୮ ରନ୍‌ କରିବା ସହ ୩୨ଟି ଉଇକେଟ୍‌ ନେଇଥିଲେ। ସେହିପରି ୮୫ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୧୯୨୪ ରନ୍‌ କରି ୪୬ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri