Posted inଖେଳ

ଭାରତକୁ ପ୍ରଥମ ସଫଳତା ଦେଲେ ବିଜୟ ଶଙ୍କର

ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି ହାଇଭୋଟଟେଜ୍‌ ମ୍ୟାଚ୍‌। ଭାରତର ୩୩୭ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରୁଥିବା ପାକସ୍ତାନକୁ ପ୍ରାରମ୍ଭରୁ ଝଟକା ଲାଗିଛି। ଓପନର ଇମାମ ଉଲ୍‌ ହକ୍‌ ମାତ୍ର ୭ ରନ୍‌ କରି ଆଉଟ୍‌ ହୋଇଛନ୍ତି। ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ର ପ୍ରଥମ ବଲରେ ଇମାମଙ୍କ ଓ୍ବିକେଟ୍‌ ନେଇଛନ୍ତି ବିଜୟ ଶଙ୍କର। ପାକସ୍ତାନ ୧୦ ଓଭର ଖେଳି ୩୮ରନ୍‌ କରିଛନ୍ତି। ବର୍ତ୍ତମାନ ବାବର ଆଜମ୍‌ ଏବଂ ଫଖର ଜମାନ୍‌ କ୍ରିଜ୍‌ରେ ଅଛନ୍ତି। ପୂର୍ବରୁ ଭାରତୀୟ ଦଳ ବ୍ୟାଟିଂ କରି ରୋହିତଙ୍କ ଶତକ, ଲୋକେଶ ରାହୁଲ ଏବଂ ବିରାଟ କୋହଲିଙ୍କ ଅର୍ଦ୍ଧଶକ ଜରିଆରେ ୫୦ ଓଭରରେ ୩୩୬ରନ୍‌ ବିଶାଳ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ବ୍ୟତୀତ ସଚିନଙ୍କ ରେକର୍ଡ ଭାଙ୍ଗିପାରିବେ ଏହି ଖେଳାଳି

ଲଣ୍ଡନ,୨୬ା୧- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ଦକ୍ଷତା ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ୍‌ଙ୍କ ନିକଟରେ ରହିଛି। ଏଭଳି କହି ଇଂଲଣ୍ଡ...

ବିନା ଦର୍ଶକରେ ଇଣ୍ଡିଆ ଓପନ୍‌ ବ୍ୟାଡମିଣ୍ଟନ ଖେଳାଯିବ

ନୂଆଦିଲ୍ଲୀ, ୧୪।୪(ପି.ଟି): ଆସନ୍ତା ମେ ୧୧ରୁ ୧୬ ତାରିଖ ମଧ୍ୟରେ ରୁଦ୍ଧ ଦ୍ୱାରରେ ଇଣ୍ଡିଆ ଓପନ ସୁପର ୫୦୦ ଇଭେଣ୍ଟ ଆୟୋଜନ ହେବ। ଅଲିମ୍ପିକ୍‌ ଚାମ୍ପିୟନ...

ଅଭ୍ୟାସ ମ୍ୟାଚ୍‌: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ

ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ...

ଏନ୍‌ବିଏ ପଦାର୍ପଣ: ଭାରତ- ଆମେରିକା ସମ୍ପର୍କର ନୂଆ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦ (ପି.ଟି.)- ଆମେରିକାର ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ (ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଭାରତରେ ପଦାର୍ପଣ କରିଛି। ଏହି ଲିଗ୍‌ର ପ୍ରଥମ ମ୍ୟାଚ୍‌ ଶୁକ୍ରବାର...

ପୁଣି ଚର୍ଚ୍ଚାରେ ଦୂତୀ-ସରସ୍ବତୀ କଳି

ଭୁବନେଶ୍ୱର, ୨୬।୯(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଦୁଇ ତାରକା ଆଥଲେଟ୍‌ ତଥା ଦୁଇ ଭଉଣୀ ଦୂତୀ ଚାନ୍ଦ ଓ ସରସ୍ବତୀ ଚାନ୍ଦଙ୍କ ମଧ୍ୟରେ ସୋସିଆଲ ମିଡିଆରେ କଳି...

ବୋଟାସ୍‌ ଜିତିଲେ ରୁଷିଆନ୍‌ ଗ୍ରାଁ ପ୍ରି

ସୋଚି, ୨୮ା୯ : ରବିବାର ଅନୁଷ୍ଠିତ ରୁଷିଆନ ଫର୍ମୁଲା ଓ୍ବାନ୍‌ ମୋଟର ରେସିଂରେ ମର୍ସିଡିଜ୍‌ ଡ୍ରାଇଭର ଭାଲଟେରି ବୋଟାସ ଟାଇଟଲ ବିଜୟୀ ହୋଇଛନ୍ତି। ସିଜନ ୨୦୨୦ରେ...

ଖାଲି ପାଦରେ ୧୧ସେକେଣ୍ଡରେ ଶହେ ମିଟର ଅତିକ୍ରମ କରିଥିବା ଧାବକଙ୍କୁ ମିଳିବ ପ୍ରୋତ୍ସାହନ

ଭୋପାଳ,୨୦।୮: ଖେଳାଳୀମାନେ ପ୍ରୋତ୍ସାହନ ପାଇ ନିଜର ଭିନ୍ନ ଭିନ୍ନ ପ୍ରତିଭା ଦେଖାଇ ରାଜ୍ୟ ଓ ଦେଶର ନାଁ କରିଥାନ୍ତି। ତେବେ ଆଜି ବି କିଛି ଏଭଳି...

ଇଂଲଣ୍ଡକୁ ମିଳିଲା ନୂଆ ହିରୋ

ବର୍ମିଂହାମ,୧୪।୭: ସାମ୍ନାରେ ଥାଏ ୩୩୨ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ। ତା’ ସାଙ୍ଗକୁ ହାସନ ଅଲି, ହାରିସ ରଫ ଓ ଶାହିନ ଆଫ୍ରିଦୀଙ୍କ ଭଳି ଘାତକ...

Advertisement
Archives

Model This Week