ଭାରତକୁ ପ୍ରଶଂସା କଲେ ବିଲ୍‌ ଗେଟସ୍‌

ନୂଆଦିଲ୍ଲୀ,୨୩।୪: କରୋନାକୁ ରୋକିବା ଦିଗରେ ଭାରତର ପଦକ୍ଷେପକୁ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟସ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଭାରତ ଜରୁରୀକାଳୀନ ପଦକ୍ଷେପ ଉଠାଇଥିବା ବିଲ୍‌ ଗେଟ୍‌ସ ଚିଠିରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ଲକ୍‌ଡାଉନ, ହଟସ୍ପଟ ଘୋଷଣା ଭଳି ପଦକ୍ଷେପକୁ ସେ ପ୍ରଶଂସା କରିଥିବା ଜଣାପଡିଛି। ସେ କହିଛନ୍ତି ଯେ, ଭାରତ ଠିକ୍‌ ସମୟରେ ନିଷ୍ପତ୍ତି ନେଇଛି। ଭାରତ ଏହାର ଡିଜିଟାଲ ଦକ୍ଷତାକୁ ଠିକ୍‌ ଭାବେ ଉପଯୋଗ କରିପାରିଛି। ସରକାର ପବ୍ଲିକ ହେଲ୍‌ଥ ଏବଂ ସାମାଜିକ ସୁରକ୍ଷାକୁ ଏକାସାଙ୍ଗରେ ନେଇ ଚାଲୁଥିବାରୁ ଏହା ଦେଖି ଖୁସି ଲାଗୁଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ରେ ସୋନାଲିକାର ୧୩,୭୦୨ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୩।୬: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର ଚଳିତ ବର୍ଷ ମେ’ ମାସରେ ୧୩,୭୦୨ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଏପରିକି...

ସୁନା-ରୁପା ଶସ୍ତା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସୁନା ଏବଂ ରୁପା ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରାଯାଇଛି। ପୂର୍ବରୁ ଏହା ୧୨.୫ ପ୍ରତିଶତ ଥିବାବେେଳେ ଏବେ ଏହା...

କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୩.୧୦ ଲକ୍ଷ କୋଟି ବଢ଼ିଲା

ନୂଆଦିଲ୍ଲୀ,୪। ୫: ଦେଶର ପୁଞ୍ଜିବଜାର କାରବାର ଏବେ ପ୍ରଭାବିତ ସ୍ଥିତିରେ ରହିଛି। ଏହା ସତ୍ତ୍ୱେ ମଧ୍ୟ ଦେଶର ୧୦ ପ୍ରମୁଖ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ଗତ...

ଡିସେମ୍ବର ୧୫ରୁ ଫାଷ୍ଟାଗ୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୩୦-୧୧: ସାରା ଦେଶର ଟୋଲ ପ୍ଲାଜାଗୁଡିକରେ ବାଧ୍ୟତାମୂଳକ ଭାବେ ଫାଷ୍ଟାଗ କାର୍ଯ୍ୟକାରୀ କରିବା ତାରିଖକୁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ତାରିଖ ଯାଏ ବଢାଇ...

ଡିଜିଟାଲ ଟ୍ରାଞ୍ଜାକ୍‌ସନ ୫୧% ବୃଦ୍ଧି

ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍‌ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ...

ରୁଙ୍ଗ୍‌ଟା ମାଇନ୍‌ସ ପକ୍ଷରୁ ପାର୍ଟନର୍ସ ମିଟ୍‌

ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଟିଏମ୍‌ଟି ବାର୍‌ ନିର୍ମାତା ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ନିକଟରେ ଏକ ପାର୍ଟନର୍ସ ମିଟ୍‌ର ଆୟୋଜନ କରାଯାଇଥିଲା। ଉକ୍ତ ମିଟ୍‌ରେ କଟକ,...

୧୦୫୦ କୋଟିରେ ବିଗ୍‌ ଏଫ୍‌ଏମ୍‌କୁ ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୨୮-୫: ଋଣରେ ବୁଡ଼ି ରହିଥିବା ଉଦ୍ୟୋଗପତି ଅନିଲ ଅମ୍ବାନୀ ବିଗ ଏଫ୍‌ଏମ୍‌ ଚଳାଉଥିବା ରିଲାଏନ୍ସ ବ୍ରଡ୍‌କାଷ୍ଟ ନେଟ୍‌ଓ୍ବର୍କ(ଆର୍‌ବିଏନ୍‌)କୁ ବିକ୍ରି କରିଦେବେ। ପ୍ରାୟ ୧୦୫୦ କୋଟି ଟଙ୍କାରେ...

ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା

ନୂଆଦିଲ୍ଲୀ,୨୨-୪: ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା ବଢୁଛି। ପ୍ରଭାବିତ ବିଶ୍ୱ ବଜାର ସ୍ଥିତିରେ ବିଦେଶୀ ନିବେଶକମାନେ ଭାରତୀୟ ପୁଞ୍ଜି ବଜାରରେ ଏପ୍ରିଲ...

Advertisement
Archives

Model This Week